Tag Archives: Home Middle

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି...

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା...

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ ସୁଯୋଗ ଆଣିଦେଇଛି। ସାମ୍ପ୍ରତିକ ମହାମାରୀ ସମୟ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି...

CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ...

୨ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଗୁରୁବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୧୫୫ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮ ହଜାର ୧୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୪୦ ହଜାର...

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ ନ୍ୟାସ (ଇନ୍‌ଟାକ୍‌) ପକ୍ଷରୁ ମହାନଦୀ ଅବବାହିକା ଐତିହ୍ୟ ସ୍ଥଳ ପ୍ରଲେଖନ କାର୍ଯ୍ୟ...

ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ...

୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ...

କୋଭିଡ କଟକଣା ଭିତରେ ଟେଷ୍ଟିଂ: ୧୮ରୁ ଡିଏଲ, ୨୯ରୁ ଏଲ୍‌ଏଲ୍‌

ଭୁବନେଶ୍ୱର,୧୦ା୬ (ବ୍ୟୁରୋ)- ମହାମାରୀ କରୋନା ପାଇଁ ବନ୍ଦ ହୋଇଥିବା ଡିଏଲ ଓ ଏଲଏଲ ଟେଷ୍ଟିଂ ପୁଣିଥରେ ଆରମ୍ଭ ହେବ। ଏ ନେଇ ରାଜ୍ୟ ସଡକ ଓ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସାମାଜିକ ଦୂରତା ଏବଂ କୋଭିଡ କଟକଣା ଭିତରେ...

ମୋ’ ବସରେ କ୍ୟୁଆର୍‌ କୋଡ୍‌ ସେବା ଆରମ୍ଭ

ଭୁବନେଶ୍ୱର, ୧୦ା୬ (ବ୍ୟୁରୋ)-କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ତରଫରୁ ମୋ’ ବସ୍‌ରେ କ୍ୟାସଲେସ୍‌ ଟିକେଟ୍‌ ସେବାର ଆରମ୍ଭ ହୋଇଛି। ଏହା କୋରୋନା ସମୟର ଏକ ମୁଖ୍ୟ ଭୟ (ନୋଟ୍‌ ଏବଂ ଖୁଚୁରା)ର ଆଦାନପ୍ରଦାନ ଜନିତ ସମ୍ପ୍ରସାରଣକୁ କମ୍‌ କରିବା ଦିଗରେ...

ଭୁବନେଶ୍ୱରରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଭୁବନେଶ୍ୱରରେ ବୁଧବାର ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲ ଏବଂ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମ୍ସର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କର୍ମଚାରୀ ଏବଂ ଜଣେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri