Tag Archives: Home Middle

ପୁଣି ସୁସ୍ଥ ହେଲେ ୧୪୯

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୨୨୮୨ରେ ପହଞ୍ଚିଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ...

ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କରୋନା ଜନିତ ମୁତ୍ୟୁହାର ବହୁ କମ୍‌ ରହିଛି। ଏହାକୁ ଆହୁରି କମ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କୋଭିଡ୍‌ ମ୍ୟାନେଜ୍‌ମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ...

ଖାଦ୍ୟ ସଙ୍କଟ ମୁହାଁ ପୃଥିବୀ: ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବେ ୪ କୋଟି ୯୦ ଲକ୍ଷ ଲୋକେ

ଜେନେଭା, ୧୦।୬: ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ବହୁ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅବସ୍ଥା ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଚଳିତବର୍ଷ ପୃଥିବୀରେ ନୂଆ ୪ କୋଟି ୯୦ ଲକ୍ଷ ଲୋକେ ଦାରିଦ୍ର୍ୟ ତାଲିକାରେ...

CORONAVIRUS UPDATE: ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତ ସଂଖ୍ୟା ୩, ୨୦୦ ଟପିଲା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା

ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ...

ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି। ତେବେ ସଂକ୍ରମଣ ହାରକୁ ଦେଖିଲେ ବଡ଼ ବିପଦ ସାମ୍ନାକୁ ଆସୁଛି।...

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର,୯।୬(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ସିନିୟର ରେସିଡେଣ୍ଟ ଡାକ୍ତର ରହିଛନ୍ତି। ତେବେ ସେମାନେ ଏକାଠି ରହୁଥିବା ନେଇ ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ମଙ୍ଗଳବାର ସୂଚନା ଦେଇଛନ୍ତି। ୩...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୨୨ଜଣ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ା ୨୧, ଯାଜପୁର ୧୧, ଖୋର୍ଦ୍ଧା ୧୧, ଜଗତ୍‌ସିଂହପୁର...

ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ...

CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

ସ୍ମୃତିରେ ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ।...

ରାଜକୋଷକୁ କରୋନା ମାଡ଼

ଭୁବନେଶ୍ୱର,୯।୬(ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଦ ସାଜିଛି। ଏହା କେବଳ ଯେ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ବ୍ୟବସ୍ଥାକୁ ମଧ୍ୟ ବିଗାଡ଼ି ଦେଇଛି। ଯାହାଫଳରେ ଗତ କିଛି ମାସ ହେବ ରାଜକୋଷ ଉପରେ ମଧ୍ୟ ଶକ୍ତ ଚାପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri