Tag Archives: Home Middle

ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍‌ଡାଉନ୍‌-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯...

କେନ୍ଦ୍ର କ୍ୟାବିନେଟ୍‌ରେ ୨ଟି ଅଧ୍ୟାଦେଶକୁ ମିଳିଲା ମଞ୍ଜୁରୀ: କୃଷକଙ୍କ ପାଇଁ ‘ଗୋଟିଏ ଦେଶ, ଗୋଟିଏ ବଜାର’ ନୀତି

ନୂଆଦିଲ୍ଲୀ,୩।୬: କରୋନା ସଙ୍କଟ ବେଳେ ବୁଧବାର ପୁଣିଥରେ କେନ୍ଦ୍ର କ୍ୟାବିନେଟର ଦ୍ବିତୀୟ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨ଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଆବଶ୍ୟକ ବସ୍ତୁ ଅଧିନିୟମ, ଏପିଏସି ଅଧିନିୟମରେ ସଂଶୋଧନକୁ ମଞ୍ଜୁରୀ...

CORONAVIRUS UPDATE: ଆଉ ୧୪୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୮୮କୁ ବୃଦ୍ଧି

ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି।...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କଙ୍ଗନ ଗ୍ରାମରେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏଠାରେ...

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ...

ଆଗକୁ ୨୧ ଦିନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗୁଜରାଟ, ମହାରାଷ୍ଟ୍ର, ଚେନ୍ନାଇ ଏବଂ ଦିଲ୍ଲୀର ଅବସ୍ଥା ୨ ମାସ ତଳେ ଯେଭଳି ବିପଦପୂର୍ଣ୍ଣ ଥିଲା ଏବେ ଓଡ଼ିଶା ସେହି ସ୍ଥିତି ଦେଇ ଗତି କରୁଛି। ଉପରୋକ୍ତ ରାଜ୍ୟଗୁଡ଼ିକରେ କରୋନାରେ ସଂକ୍ରମିତ ହୋଇଥିବା ଶ୍ରମିକମାନଙ୍କୁ ଓଡ଼ିଶା ସରକାର କୌଣସି...

ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକା: ଶୀର୍ଷରେ ନବୀନ, ମିଳିଛି ୮୨.୯୬ ପ୍ରତିଶତ ରେଟିଂ

ନୂଆଦିଲ୍ଲୀ,୨।୬- ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିପାରିଛନ୍ତି। ଆଇଏଏନ୍‌ଏସ୍‌ -ସି ଭୋଟର ଷ୍ଟେଟ ଅଫ୍‌ ଦି ନେଶନ-୨୦୨୦ ସର୍ଭେରୁ ଏହା ଜଣାପଡ଼ିଛି। ନିକଟରେ ଓଡ଼ିଶାରେ ନବୀନ ବିଜେଡି...

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। କଟକରୁ ୭, ନୟାଗଡ଼, ସୋନପୁର,...

ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର ହେବ। ଆତ୍ମନିର୍ଭର ଭାରତ ପାଇଁ ସରକାରଙ୍କ ପକ୍ଷରୁ ୫-ଆଇ ଯୋଜନା ପ୍ରସ୍ତୁତ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ’ଯୋଜନାରେ ଆଉ ୩ ରାଜ୍ୟ

ନୂଆଦିଲ୍ଲୀ,୨।୬: ଜୁନ୍‌ ପହିଲାରୁ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ’ ଯୋଜନାରେ ଓଡ଼ିଶା ସମେତ ସିକିମ ଏବଂ ମିଜୋରାମ ଭଳି ଆଉ ୩ ରାଜ୍ୟ ସାମିଲ ହୋଇଛନ୍ତି। ଫଳରେ ଉକ୍ତ ଯୋଜନାରେ ଯୋଗଦେଇଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri