Tag Archives: Home Middle

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିଲା। ତେବେ କରୋନା ମହାମାରୀ ଜନିତ ଲକ୍‌ଡାଉନ...

ଠିକ୍‌ ସମୟରେ ମୌସୁମୀ: ଚଳିତବର୍ଷ ସ୍ବାଭାବିକ ବର୍ଷା

ନୂଆଦିଲ୍ଲୀ,୧।୬: ସୋମବାର କେରଳରେ ମୌସୁମୀ ପହଞ୍ଚିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବରୁ ଜୁନ୍‌ ୧ରେ ମୌସୁମୀ କେରଳ ଛୁଇଁବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦକ୍ଷିଣ ଭାରତରେ ଏବେ ବର୍ଷାର ପଦଧ୍ୱନି...

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ ସୋମବାର ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ...

CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ...

୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା

ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍‌ଡ ମିଟର ଡାଟାବେସ୍‌ରୁ ଦର୍ଶାଯାଇଛିି।...

ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୧।୬: ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ ଏହି ଟ୍ରେନ୍‌ଗୁଡ଼ିକରେ ୧.୪୫ ଲକ୍ଷ ଯାତ୍ରୀ ଯାତ୍ରା କରିବା ନେଇ ଯୋଜନା ଧାର୍ଯ୍ୟ...

ସହଯୋଗ ସତ୍ତ୍ୱେ ଚାଲିପାରୁନି ବସ୍‌

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ଯୋଗୁ ଲକ୍‌ଡାଉନ ଜାରି ରହିଥିବାରୁ ଗତ ମାର୍ଚ୍ଚ ୨୨ତାରିଖରୁ ଯାତ୍ରୀବାହୀ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଲକ୍‌ଡାଉନ ହେବାର ୬୦ଦିନରୁ ଅଧିକ ଦିନ ବିତିବାପରେ ବର୍ତ୍ତମାନ ରାଜ୍ୟରେ ଗାଡ଼ି ଚଳାଚଳ ଧୀରେ ଧୀରେ ସ୍ବାଭାବିକ ହେବାକୁ...

ସ୍ଥାନୀୟ ସାମଗ୍ରୀକୁ ମିଳିବ ଅଗ୍ରାଧିକାର

ନୂଆଦିଲ୍ଲୀ,୧।୬: କେନ୍ଦ୍ର ସରକାର ବର୍ତ୍ତମାନ ଆତ୍ମନିର୍ଭର ଭାରତ ଯୋଜନା ଉପରେ ଗୁରୁତ୍ୱ ଦେଇଛନ୍ତି। ଚଳିତ ଦଶନ୍ଧିରେ ଦେଶକୁ ଏକ ନୂଆ ଉପଲବ୍ଧି ପ୍ରଦାନ କରିବା ସହ ନୂଆ ସୋପାନକୁ ନେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନାରେ ଯେଉଁ ସାମଗ୍ରୀ ଭାରତରେ...

ବିଦ୍ୟୁତ୍‌ ବିଲ୍‌ ଲକ୍ଷେ ଟଙ୍କା ଟପିଲେ ରିଟର୍ନ ଫାଇଲିଂ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧।୬: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ (ଆଇଟିଆର୍‌) ଫର୍ମ ବିଜ୍ଞପ୍ତି ଜାରି କରିଛନ୍ତି। କରେଣ୍ଟ ଆକାଉଣ୍ଟ ଜମା ୧ କୋଟି କିମ୍ବା ଇଲେକ୍ଟ୍ରିସିଟି ବିଲ୍‌ ନିର୍ଦ୍ଦିଷ୍ଟ ଆର୍ଥତ୍କ ବର୍ଷରେ ୧ଲକ୍ଷ କିମ୍ବା ତଦୂର୍ଦ୍ଧ୍ୱ ହେଲେ ଲୋକମାନେ...

ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୧।୫: ଅମ୍ଫନ୍‌ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଉପକୂଳବର୍ତ୍ତୀ ରାଜ୍ୟରେ ଜୁନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri