Tag Archives: Home Middle

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି...

ନେପାଳ ସଂସଦରେ ସଂଶୋଧନ ବିଲ୍‌ ଆଗତ: ନୂଆ ମାନଚିତ୍ରରେ ଭାରତର ୩ ଅଞ୍ଚଳ

ନୂଆଦିଲ୍ଲୀ/କାଠମାଣ୍ଡୁ,୩୧।୫: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାର ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ସଂସଦରେ ଆଗତ କରିଛନ୍ତି। ଏହାକୁ ନେପାଳ ଆଇନମନ୍ତ୍ରୀ ଶିବମାୟା ତୁମ୍ବାହମ୍ଫେ ଆଗତ କରିଛନ୍ତି। ନେପାଳର ନୂଆ ମାନଚିତ୍ରରେ...

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀ-ଗୁଜରାଟରେ ଆଲର୍ଟ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ଓ ଗୁଜରାଟରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ଗୁପ୍ତ ସୂଚନା ମିଳିବାପରେ ଏଠାରେ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌, ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଏବଂ ଲଶ୍କର-ଇ-ତୋଏବା ପକ୍ଷରୁ ଆକ୍ରମଣ ଲାଗି ଯୋଜନା କରାଯାଉଥିବା ସମ୍ପର୍କରେ ଗୋଇନ୍ଦା ବିଭାଗ...

ଦିଲ୍ଲୀରେ ବଡ଼ଧରଣର ଭୂକମ୍ପ ହେବାର ରହିଛି ଆଶଙ୍କା: ଦେଢ଼ ମାସରେ ୧୦ଥର ଥରିଲାଣି ଦେଶର ରାଜଧାନୀ

ନୂଆଦିଲ୍ଲୀ,୩୧।୫: ଗତ ଦେଢ଼ ମାସ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ ୧୦ଥର କମ୍‌ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଛି। ଏହା ଆଗାମୀ ଦିନରେ ଏଠାରେ ବଡ଼ଧରଣର ଭୂକମ୍ପ ହେବାର ଆଶଙ୍କାକୁ ସୂଚିତ କରୁଛି। ଏନେଇ ଓ୍ବାଡ଼ିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହିମାଲୟାନ ଜିଓଲୋଜିର...

ଏବେ ଦେଶ ହେଲା ଅନ୍‌ଲକ୍‌, ସତର୍କତା ଜରୁରୀ: ମୋଦି

ନୂଆଦିଲ୍ଲୀ,୩୧।୫: ଏବେ ଦେଶ ଅନ୍‌ଲକ୍‌ ହୋଇଛି। ଅର୍ଥବ୍ୟବସ୍ଥାରେ ସୁଧାର ପାଇଁ ଦେଶର ଏକ ବୃହତମ କ୍ଷେତ୍ରକୁ ଖୋଲି ଦିଆଯାଇଛି। ତେବେ କରୋନା ମହାମାରୀ ରହିଛି। ତେଣୁ ପ୍ରତିଟି କାର୍ଯ୍ୟରେ ତଥା କ୍ଷେତ୍ରରେ ସତର୍କତା ଜରୁରୀ। ୬୫ ତମ ମନ୍‌ କି...

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର କେନ୍ଦ୍ର ସରକାର ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସ୍କୁଲ ଓ କଲେଜ୍‌ ଖୋଲିବା...

CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ ଏବଂ ହୋମଗାର୍ଡ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ...

ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ।...

‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍‌ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ‘ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ...

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ...

ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri