Tag Archives: Home Middle

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ସୁସ୍ଥମାନଙ୍କ ମଧ୍ୟରେ ବୌଦ୍ଧରୁ ୨୮,...

କ୍ଷମତାର ଏକବର୍ଷ: ରେଡ୍‌ଜୋନ୍‌ରେ ଶାସନ-ଅର୍ଥନୀତି, ଅରେଞ୍ଜ୍‌ରେ ରାଜନୀତି-ଗ୍ରୀନ୍‌ରେ ବିକାଶ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି। ଏନେଇ କିଛି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ସରକାରଙ୍କ ଗୋଟିଏ ବର୍ଷର ୬ଟି ସ୍ତମ୍ଭ ବିଶିଷ୍ଟ ରିପୋର୍ଟ ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କ୍ଷମତାର ଗୋଟିଏ...

ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ

ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର...

ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକ ହେବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ...

CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ୱାରାଣ୍ଟାଇନ କେନ୍ଦ୍ରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା

ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର ହରିୟାଣାର ରୋହତକ ନିକଟରେ ବୋଲି ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ...

CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...

କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରେସ୍‌ମିଟ୍‌ ମାଧ୍ୟମରେ ସୂଚନା...

CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ ୨ଟି ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ବିପତ୍ତି ସତ୍ତ୍ୱେ ବିକାଶ ତ୍ୱରାନ୍ବିତ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ମେ ୨୯ରେ ଲଗାତର ପଞ୍ଚମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଅସାଧାରଣ ଲୋକପ୍ରିୟତା ତାଙ୍କୁୁ ଜନପ୍ରିୟ ମୁଖ୍ୟମନ୍ତ୍ରୀରେ ପରିଣତ କରିପାରିଛି। ଶୁକ୍ରବାର ନବୀନଙ୍କ ପଞ୍ଚମ ପାଳି...

ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍‌ଡାଉନ୍‌ ଲାଗି ପର୍ଯ୍ୟଟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନର ଟୁରିଜମ୍‌ ପଲିସି ବା ପର୍ଯ୍ୟଟନ...

ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri