Tag Archives: Home Middle

‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି...

ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି

ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ...

୨୬ ଜିଲାକୁ ମାଡ଼ିଲାଣି କରୋନା: ଗଞ୍ଜାମରେ ୩୪୧ ସଂକ୍ରମିତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରେ କେତେ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ୮୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୨୬ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୬ଜଣ...

CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ...

CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି...

ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ...

ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ୍‌,୨୨।୫: ପାକିସ୍ତାନରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ (ପିଆଇଏ)ର ବିମାନ ଦୁର୍ଘଟଣାର ଶୀକାର ହୋଇଛି। ଏହି ଦୁର୍ଘଟଣା କରାଚି ବିମାନବନ୍ଦର ନିକଟରେ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପିଆଇଏ ବିମାନ ଲାହୋରରୁ...

ରାଜ୍ୟର ‘ଅମ୍ଫନ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ...

ଓଡ଼ିଶାରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି।...

ଶସ୍ତା ହେବ ଋଣ‌: ୩ମାସ କୋହଳ ହେଲା ଇଏମ୍‌ଆଇ

ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନୁଗୋଳର ୧୫, ଗଞ୍ଜାମ-ରାଉରକେଲା-ଯାଜପୁରର ୮,...

ଅମ୍ଫନ୍‌ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri