Tag Archives: Home Middle

ରାଜ୍ୟରେ ୨୧ ଜିଲାକୁ ବ୍ୟାପିସାରିଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଗୁରୁବାର ଆଉ ୭୩ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଲକ୍‌ଡାଉନ୍‌ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍‌ ମାସରେ ୨୧ଟି ରାଜ୍ୟର ମୋଟ ୯୭,୧୦୦ କୋଟି ଟଙ୍କା କ୍ଷତି ହୋଇଛି। ଏନେଇ ଇଣ୍ଡିଆ...

CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ...

ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର

ନୂଆଦିଲ୍ଲୀ,୧୪।୫: ଦେଶର ଅର୍ଥବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଜନିତ ଲକ୍‌ଡାଉନ ପାଇଁ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଛି। ଏବେ ଗତ କିଛି ସପ୍ତାହ ଧରି ଦେଶରେ...

ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିବ ୩ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ,୧୪।୫: କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା ପରେ ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ବିସ୍ତୃତ ବିବୃତି...

ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ...

ବଦଳିଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍‌ଏସ୍‌ଏମ୍‌ଇ ସୁଧାର ପାଇଁ ୬ ପଦକ୍ଷେପ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି।...

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆତ୍ମନିର୍ଭର ଅଭିଯାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଭାରତୀୟ ସ୍ବଦେଶ...

CORONAVIRUS UPDATE: ନୂଆ ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୯୦ କ୍ୱାରାଣ୍ଟାଇନ ସେଣ୍ଟରରୁ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ବୁଧବାର ସକାଳେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ୮ଜଣ କଣ୍ଟେମେଣ୍ଟ ଜୋନ୍‌ର ହୋଇଥିବା ବେଳେ ଅନ୍ୟ ୩ ଜଣ...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri