Tag Archives: Home Middle

ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍‌ଡାଉନ୍‌ ୪.୦

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍‌ଡାଉନ୍‌-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ନେଇ ସୂଚନା...

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର ଜିଲା ହାଟଡିହି ବ୍ଲକର। ଉଭୟେ ସୁରଟ ଫେରନ୍ତା ବୋଲି କେନ୍ଦୁଝର ଜିଲାପାଳ...

ଆତ୍ମନିର୍ଭରଶୀଳ ହେବ ଭାରତ: ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହା ଆତ୍ମନିର୍ଭର ଭାରତକୁ ଶକ୍ତି...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ...

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ...

CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ...

CORONAVIRUS UPDATE: ୪୦୦ ଟପିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ରାଜ୍ୟରେ ସୋମବାର ସାରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ଗଞ୍ଜାମର ୧୭ ରହିଥିବାବେଳେ ସୁନ୍ଦରଗଡ଼ ୨ ଓ ବୌଦ୍ଧ ଜିଲାରେ ଜଣେ ରହିଥିବା ରାଜ୍ୟ...

୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଗଡିବ ସ୍ପେଶାଲ ଟ୍ରେନ: ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୧।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ କରାଯାଇଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ଆସନ୍ତା ୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀ ମଧ୍ୟରେ ଚାଲିବ ସ୍ପେଶାଲ ଟ୍ରେନ।...

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।

CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୫, ଭଦ୍ରକର ୩ ଓ ବାଲେଶ୍ୱରର ୨ ଜଣ। ଏ ନେଇ ରାଜ୍ୟ...

ବ୍ରିଟେନ୍‌ରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବା ଆଶଙ୍କା: ୨୦୨୪ ପର୍ଯ୍ୟନ୍ତ ମାନିବାକୁ ପଡ଼ିବ ସାମାଜିକ ଦୂରତା ନିୟମ

ଲଣ୍ଡନ,୧୧।୫: ବ୍ରିଟେନ୍‌ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ ପଡ଼ିବ। ସେହିପରି ସଂକ୍ରମଣ ଯୋଗୁ ଏଠାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବାର...

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ୨୦୧୮ଠାରୁ ଗତ ୩ ବର୍ଷରେ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ଶ୍ରୀନଗର,୧୧।୫: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗତ ୩ ବର୍ଷ ଧରି ଅଧିକ ଉତ୍ତେଜନା ସୃଷ୍ଟି ହୋଇଛି। ୨୦୧୮ଠାରୁ ଚଳିତ ୨୦୨୦ ମେ ୩ ସୁଦ୍ଧା ପାକିସ୍ତାନ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେଥିମଧ୍ୟରୁ ୨୦୧୮ରେ ୨,୧୨୯ ଥର ଅସ୍ତ୍ରବିରତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri