Tag Archives: Home Middle

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ନିକଟରେ ବିଜେଡିରେ ଯୋଗ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ଗଣେଶ୍ୱର ବେହେରାଙ୍କୁ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା ଦେଖିବେ ରାଜପରିବାରର ରାଜାରାଣୀଙ୍କ ମହାଲଢେଇ। ପୂର୍ବରୁ ଓଡିଶାରେ ରାଜବଂଶ କ୍ଷମତାରେ ଥିବାବେଳେ ଏବେ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି।...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ୮ ଉଇକେଟ୍‌ରେ ପରାସ୍ତ କରିଛି।...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ କରି କେନ୍ଦ୍ର ଗସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବୟାନ ଦେଇଛନ୍ତି।...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ ଏହି ଆସନରେ ଭାଜପା ମଧ୍ୟରେ ଚାଲିଥିବା ଲଢେଇ କୌଣସି ହ୍ରାସର ସଙ୍କେତ ଦେଉନାହିଁ।...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି। ତେବେ ଗତ କିଛିଦିନ ପୂର୍ବରୁ ରାଜ୍ୟରେ ମେଣ୍ଟ ରାଜନୀତି ଜୋର ଧରିଥିଲା। ଭାଜପା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଭାଜପାକୁ ଗୋଟିଏ ସୁଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri