Tag Archives: Home Middle

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମୟୁରଭଞ୍ଜ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୧୭ଜଣ କରୋନା...

ବଢି ବଢି ଚାଲିଛି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ  ବୋଲି ସ୍ୱାସ୍ଥ୍ୟ ଓ ପରିବାର...

ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି।...

CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ...

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ହେଲେ କିଛି...

ଓଡ଼ିଶାକୁ ଫେରିପାରିବେ ପ୍ରବାସୀ: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଠିକ୍‌ ନୁହେଁ। ଏହାଦ୍ୱାରା ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ...

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।...

CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।...

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା...

ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ

ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ ଲାଗି ଗୁରୁବାର ସର୍ତ୍ତମୂଳକ ଅନୁମତି ଦେବା...

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି...

ରଥ ନିର୍ମାଣକୁ କେନ୍ଦ୍ର ସରକାରଙ୍କ ଅନୁମତି: ରଥ ଖଳାରେ ଧାର୍ମିକ ସମାବେଶକୁ ବାରଣ

ଭୁବନେଶ୍ୱର, ୭।୫(ବ୍ୟୁରୋ): ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କରିବା ସକାଶେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରଥ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସରକାରଙ୍କୁ କେତେକ ସର୍ତ୍ତମୂଳକ ଭତ୍ତିରେ ଅନୁମତି ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri