Tag Archives: Home Middle

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ। ତିନି ରାଜନୈତିକ ଦଳଙ୍କ ପ୍ରାର୍ଥୀ ତାଲିକାରେ ଏପରି ପ୍ରସ୍ତୁତ କରୁଛନ୍ତି ଯେପରି ଯୁବ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି। କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri