Tag Archives: Home Middle

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ...

କରୋନା ଯୋଦ୍ଧାଙ୍କ ଉପରେ ସଙ୍କଟ: ସେନାଠାରୁ ପୋଲିସ ପର୍ଯ୍ୟନ୍ତ ସବୁଠାରେ ବଢୁଛି ସଂକ୍ରମଣ; ଦିଲ୍ଲୀର ୯ ସିଆର୍‌ପିଏଫ୍‌ ଯବାନ ପଜିଟିଭ୍‌

ନୂଆଦିଲ୍ଲୀ,୨୫।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌ ଡାଉନ୍‌ରେ ସାଧାରଣ ଲୋକେ ଘରେ ଥିବାବେଳେ କରୋନା ଯୋଦ୍ଧା କୁହାଯାଉଥିବା ଭାରତୀୟ ସେନା...

କରୋନା ସହିତ ଲଢ଼େଇ: ଟ୍ରମ୍ପ୍‌ଙ୍କ ଭୟଙ୍କର ପରାମର୍ଶକୁ ଗ୍ରହଣ କଲେନି ଡାକ୍ତର

ଓ୍ବାଶିଂଟନ,୨୫।୪: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ତେବେ ମଧ୍ୟ ଏଠାରେ ମୃତ୍ୟୁ ସଂଖ୍ୟା ଅବା ସଂକ୍ରମିତଙ୍କ ସଂଖ୍ୟା ରୋକିବାରେ ସରକାର ସକ୍ଷମ ହୋଇ ପାରି ନାହାଁନ୍ତି। ଏପରିସ୍ଥଳେ କରୋନା ଲଢ଼େଇ ନେଇ...

କରୋନା ସଂକ୍ରମଣ ପାଇଁ କିଏ ଦାୟୀ: ଚାଇନା ଉପରେ ବଢ଼ିଲା ଆମେରିକା ଚାପ

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ ଏକ ପରୀକ୍ଷା ସମୟରେ କରୋନା ଭୂତାଣୁ ଭୁଲ୍‌ ବଶତଃ ଲିକ୍‌ ହୋଇଥିବା କୁହାଯାଉଛି। ଏହାକୁ ନେଇ ଆମେରିକା ଚାଇନା ଉପରେ ଚାପ...

ଲକ୍‌ଡାଉନ୍‌ର ମାସକ ପରେ ଏପରି ସ୍ଥିତି

ନୂଆଦିଲ୍ଲୀ,୨୫।୪: ମାର୍ଚ୍ଚ ୨୪ ତାରିଖ ମଧ୍ୟରାତ୍ରିରେ ଭାରତରେ ଜାରି କରାଯାଇଥିଲା ଲକ୍‌ଡାଉନ୍‌। ସେତେବେଳେ ଦେଶରେ ମାତ୍ର ୫୦୦ ସଂକ୍ରମିତ ଥିବାବେଳେ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ୧୦ ଜଣ ବ୍ୟକ୍ତିଙ୍କ ଜୀବନ ଯାଇଥିଲା। ବିଶ୍ୱର ସର୍ବବୃହତ୍‌ ଓ ସବୁଠୁ ବଡ଼ କଟକଣାକୁ...

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର...

ସ୍ଥଗିତ ରଥଯାତ୍ରାର ଇତିହାସ

ପୁରୀ ଅଫିସ,୨୫ା୪: ଜୁନ୍‌ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍‌ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ...

ମୌସୁମୀରେ ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ

ନୂଆଦିଲ୍ଲୀ, ୨୫।୪: ଆଉ କିଛି ସପ୍ତାହ ପରେ କରୋନା ଭାଇରସ୍‌ ଜନିତ ସଂକ୍ରମଣ କମିଯିବ ବୋଲି କୁହାଯାଉଛି। କିନ୍ତୁ ଜୁଲାଇ କିମ୍ବା ଅଗଷ୍ଟ ମୌସୁମୀ ସମୟରେ ଏହା ପୁଣି ଭାରତକୁ ଲେଉଟିପାରେ ବୋଲି ବୈଜ୍ଞାନିକମାନେ ଆଶଙ୍କା ବ୍ୟକ୍ତ କଲେଣି। ଲକ୍‌ଡାଉନ୍‌...

ମହାମାରୀରୁ ହେବ ଯୁଗ ନିର୍ଦ୍ଧାରଣ

ଓ୍ବାଶିଂଟନ,୨୫ା୪ : କୋଭିଡ୍‌-୧୯ ହେଉଛି ପ୍ରଥମ ଆଧୁନିକ ମହାମାରୀ, ଯାହା ଏହି ଯୁଗର ସଂଜ୍ଞା ନିରୂପଣ କରିବ। ଏହି ସମୟ ଦେଇ ଗତି କରୁଥିବା କୌଣସି ବ୍ୟକ୍ତି ମହାମାରୀକୁ ଭୁଲିପାରିବେ ନାହିଁ ବୋଲି ଆମେରିକାର ବିଶିଷ୍ଟ ଜନହିତୈଷୀ ଶିଳ୍ପପତି ବିଲ୍‌...

ଆଣ୍ଡାମାନ ନିକଟରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-କରୋନା ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ସଙ୍କଟ ଦେଇ ଗତି କରୁଛି। ଏଭଳି ଘଡିସନ୍ଧି ସମୟରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ମେ ୩ ତାରିଖ ବେଳକୁ ଓଡିଶା ପୁଣି ଏକ ବାତ୍ୟାର ସମ୍ମୁଖୀନ ହେବା ନେଇ ଆଶଙ୍କା...

CORONAVIRUS UPDATE: ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲାର। ଏହାକୁ ମିଶାଇ ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri