Tag Archives: Home Middle

ଭାଜପାର ଆଧାର

ଆସନ୍ତା ବର୍ଷ ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ ବର୍ଷ ବୟସ ହୋଇଯିବ ଏବଂ ଏହାର ଦଶ ଦିନ ପରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)କୁ ୧୦୦ ବର୍ଷ ଚାଲିବ। ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଭାରତୀୟ ଜନତା...

ନେପାଳ ବନ୍ୟାରେ ୬୬ ମୃତ

କାଠମାଣ୍ଡୁ, ୨୯।୯: ଲଗାଣ ବର୍ଷା ଯୋଗୁ ନେପାଳରେ ଶୁକ୍ରବାରଠାରୁ ବନ୍ୟାସ୍ଥିତି ଗମ୍ଭୀର ରୂପ ଧାରଣ କରିବାରେ ଲାଗିଛି। ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବରେ ଦେଶରେ ଶନିବାର ସୁଦ୍ଧା ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ନେପାଳ ଗୃହ ମନ୍ତ୍ରଣାଳୟର ଅଧିକାରୀ ଦିଲ...

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ...

ଭାଜପାର ବଡ଼ ପ୍ଲାନ, ଜେପି ନଡ୍ଡାଙ୍କ ସ୍ଥାନ ନେବେ ବସୁନ୍ଧରା ରାଜେ!

ନୂଆଦିଲ୍ଲୀ,୨୮।୯: ପୁଣି ଥରେ ଭାଜପା ଏକ ବଡ ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟନୁସାରେ ଦଳର ହାଇକମାଣ୍ଡ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଉପସଭାପତି ବସୁନ୍ଧରା ରାଜେଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରିପାରନ୍ତି। ଖୁବ ଶୀଘ୍ର ଏନେଇ...

ଏ ହେଉଛି ନୂଆ ଭାରତ, ଘରେ ପଶି ମାରେ:ପାକିସ୍ତାନକୁ ମୋଦିଙ୍କ ଚେତାବନୀ

ଶ୍ରୀନଗର,୨୮।୯: ଜମ୍ମୁ କଶ୍ମୀରର ଏମ ଷ୍ଟାଡିୟମରେ ବିଜୟ ସଂକଳ୍ପ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,ଏହି ନିର୍ବାଚନ ଜମ୍ମୁ କଶ୍ମୀରର ଭବିଷ୍ୟତ ବାଛିବା। ଆଜି ମଧ୍ୟ ଶହୀଦ ବୀର ସର୍ଦ୍ଦାର ଭଗତ ସିଂଙ୍କ ଜନ୍ମ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି,...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ...

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ...

ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୯: ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନାଧିକାର ସଂଘର୍ଷ ପରିଷଦ (ଜେଏସପି)...

ଲେବାନନରେ ପୁଣି ଏୟାରଷ୍ଟ୍ରାଇକ୍‌ କଲା ଇସ୍ରାଏଲ୍‌: ଟଳିପଡ଼ିଲେ ହେଜ୍‌ବୋଲ୍ଲା କମାଣ୍ଡର

ବେରୁଟ,୨୮।୯:ଲେବାନନର ରାଜଧାନୀ ବେରୁଟରେ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ଏହି ଆକ୍ରମଣ ଏତେ ଦ୍ରୁତ ଗତିରେ ଥିଲା ବେରୁଟରେ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ଏଥିସହିତ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ନଷ୍ଟ ହୋଇଯାଇଥିଲା। ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନାସରାଲ୍ଲାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri