Tag Archives: Home Middle

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍ ଏଜେନ୍ସି ନିର୍ଦ୍ଦେଶରେ କୁହାଯାଇଛି ଯେ ଗ୍ରହଣୀୟ ସୀମାଠାରୁ ଅଧିକ କୀଟନାଶକ ଥିବା ଜଣାପଡିଛି।...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ।...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା ତାପମାତ୍ରା ଅନୁଭୂତିକୁ ୪୦ ଡିଗ୍ରୀ ଭଳି ଅନୁଭୂତ ହେଉଥିଲା ବେଳେ ସାଢ଼େ ୧୧ଟା...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ...

ଚାଞ୍ଚଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ ଯୁଦ୍ଧର ପଥରେ ଠିଆ ହୋଇଛି। କିଛି ଦିନ ପୂର୍ବରୁ ଇରାନ ୩୦୦ରୁ...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି। ଇରାନର ଇସଫହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଇସଫହାନରେ...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ନ୍ୟୁଜ ଏଜେନ୍ସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri