Tag Archives: Home Middle

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା...

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ...

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି।...

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ...

ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା ସଳଖ କରିପାରୁନି କୌଣସି ଦେଶ। ସବୁଠାରୁ ବିତ୍ତଶାଳୀ ଦେଶ ଆମେରିକା ଅଣନିଃଶ୍ୱାସୀ ହୋଇପଡ଼ିଲାଣି।...

‘୧୪ରେ ଲକ୍‌ଡାଉନ୍‌ ହଟାଇବା ଅସମ୍ଭବ’

ନୂଆଦିଲ୍ଲୀ,୯ା୪: ସମ୍ପ୍ରତି ଭାରତରେ ସୋସିଆଲ ଏମର୍ଜେନ୍ସି ବା ‘ସାମାଜିକ ଜରୁରୀ ପରିସ୍ଥିତି’ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଏକପ୍ରକାର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଏହି ଘାତକ ଭୂତାଣୁରେ ୫,୯୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୭୯ ଜଣଙ୍କ ଜୀବନ ଚାଲିଗଲାଣି। ଏହାର...

ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର...

ବଢ଼ିପାରେ ଲକ୍‌ଡାଉନ୍‌ ଅବଧି: ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ...

୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ ଉଦ୍ୟମ ଜାରି ରହିଛି। ଜାୟଡସ୍‌ କୈଡିଲା ଔଷଧ କମ୍ପାନୀ ପକ୍ଷରୁ କରୋନା ପ୍ରତିଷେଧକ...

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ ହେବ ମର୍ସ ପ୍ରତିଷେଧକ ଟୀକା: ମୂଷାଠାରେ ସଫଳତାର ସହ ପରୀକ୍ଷଣ !

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। ତେବେ ମର୍ସ (ମିଡିଲ୍‌ ଇଷ୍ଟ୍‌ ରେସୋପାରେଟୋରୀ ସିଣ୍ଡ୍ରମ୍‌)ପ୍ରତିଷେଧକ ଟୀକା...

ମୃତ୍ୟୁ ସଂଖ୍ୟା ୮୨ ହଜାର ଟପିଲା: ୨୪ ଘଣ୍ଟାରେ ଫ୍ରାନ୍ସ୍‌ରେ ୧,୪୧୭ ଜଣଙ୍କ ଜୀବନ ଗଲା

ଓ୍ବାଶିଂଟନ/ରୋମ୍‌/ବେଜିଂ,୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୮୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷ ସଂକ୍ରମିତ ହୋଇଛନ୍ତି। ସେହିପରି ୩ ଲକ୍ଷରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ...

ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍‌ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri