Tag Archives: Home Middle

ଲଢ଼ିବାକୁ ହେବ ଲମ୍ବା ଯୁଦ୍ଧ

ନୂଆଦିଲ୍ଲୀ, ୭ା୪(ପି.ଟି.): କରୋନା ଭୂତାଣୁ ମହାମାରୀ ବିରୋଧରେ ଆମକୁ ଏକ ଦୀର୍ଘ ଯୁଦ୍ଧ ଲଢ଼ିବାକୁ ପଡିବ। ଏଥିପାଇଁ କ୍ଳାନ୍ତ ଅନୁଭବ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଏହି ଲଢ଼େଇରେ ନିଶ୍ଚୟ ଜିତିବ ବୋଲି...

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଙ୍ଘନକାରୀଙ୍କୁ ଗିରଫ...

ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିଲେ। ସୋମବାର ତାଙ୍କର କରୋନା ପଜିଟିଭ ରିପୋର୍ଟ ଆସିଥିବା...

ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ

ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ...

ଦିନକରେ ୫୬ ହଜାର ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୬ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଉଗ୍ରରୂପ ଦେଖାଇଛି। ବିଶ୍ୱର ୨୦୫ ଦେଶରେ ସେ ନିଜର ଅଧିକାର ଜାହିର କରିବା ସହ ୧୨ ଲକ୍ଷ ୫୦ ହଜାର ଲୋକଙ୍କୁ ନିଜ କବ୍ଜାକୁ ନେଇଛି। ଅଦ୍ୟାବଧି ମୃତ୍ୟୁସଂଖ୍ୟା ୬୮ ହଜାର ଛୁଇଁଥିବା...

କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍‌ପି ଫଣ୍ଡ୍‌

ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍‌ପି ଫଣ୍ଡ୍‌ ମିଳିବନି ବୋଲି କ୍ୟାବିନେଟ୍‌ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ...

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି...

ଔଷଧ-ଭେଣ୍ଟିଲେଟରର ଅଭାବ: କରୋନା ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ଦେବାରେ ଅସମର୍ଥ ଡାକ୍ତର !

ପ୍ୟାରିସ୍‌,୬।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଫ୍ରାନ୍ସ୍‌ରେ ଯନ୍ତ୍ରଣା ଉପଶମକାରୀ ଔଷଧ ଏବଂ ଭେଣ୍ଟିଲେଟରର ଅଭାବ ଦେଖାଦେଇଛି। ଫଳରେ ଡାକ୍ତରମାନେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାରେ ଅସମର୍ଥ ହେଉଥିବା କହିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ...

ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବ କରୋନା ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ !

ନୂଆଦିଲ୍ଲୀ,୬।୪: ଦିନକୁ ଦିନ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବାର ସମ୍ଭାବନା ରହିଛି। ଏହା ଦ୍ୱାରା କରୋନା ସହିତ ଫ୍ଲୁ ମଧ୍ୟ ଭଲହେବ। ହାଇଦ୍ରାବାଦ୍‌ର...

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌...

ଦେଶରେ ୧୨ ଘଣ୍ଟାରେ ଚିହ୍ନଟ ହେଲେ ୪୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୪: ଦେଶରେ ଗତ ୧୨ ଘଣ୍ଟା ମଧ୍ୟରେ ୪୯୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ ହୋଇଛି ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ...

୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଜଣାଇଛନ୍ତି। ଦେଶରେ କରୋନା ଆତଙ୍କ ସୃଷ୍ଟି କରିଥିବା ଭାଜପାର ସମସ୍ତ ସଦସ୍ୟ ମିଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri