Tag Archives: Home Middle

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍‌ ଏଜେନ୍ସି ମୁତାବକ,ଇରାନର ଇସାଫହାନ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ ପରିବର୍ତ୍ତନ କରାଯାଇଛି। ଏହା ସହ ଚିକିତ୍ସା ପାଇଁ ପିଏଫ୍‌ରୁ ଟଙ୍କା ଉଠାଇବା ସହଜ...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ,...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ ସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି ।...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍‌ ଦେଇଛି। ତେବେ ସତ୍ୟବାଦୀ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି। ଭୋଟ ଦେବାର ଠିକ ପୂର୍ବରୁ ସୁପ୍ରିମକୋର୍ଟରେ ଇଭିଏମ ମେସିନ ଗୁଡ଼ିକର ସତ୍ୟତା ଉପରେ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର ପାଣି ଚୋରି କରୁଛନ୍ତି। ସିଏନଏନର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଅଧିକାରୀମାନେ ହ୍ରଦର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଥିଲା, କିନ୍ତୁ ସୁନାମି ହେବାର କୌଣସି ବିପଦ ନାହିଁ।...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ଭାଜପା ଲାଗି ପ୍ରଚାର କରୁଥିବା ବେଳେ ବିରୋଧୀମାନେ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri