Tag Archives: Home Middle

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି। ହାତ ଗଡ଼ରେ ଶଙ୍ଖ ବାଜିବ ନା ପଦ୍ମ ଫୁଟିବ? ୩ ପ୍ରମୁଖ ଦଳର...

ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ...

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର...

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ଟିକେଟ୍‌ କଟିଛି। ସମୀର ଦାସଙ୍କ ସ୍ଥାନରେ ଦିଲୀପ ନାୟକଙ୍କୁ ଦଳ ପ୍ରାର୍ଥୀ...

ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ

ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ ବିଧାୟକ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସେଠୀ, ଡ଼ଃ ରବୀନ୍ଦ୍ର କୁମାର ସେଠୀ ଏବଂ...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ...

୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର...

ଏମ୍ସରେ କୃତ୍ରିମ ମୂତ୍ରାଶୟ ପ୍ରତିରୋପଣ

ଭୁବନେଶ୍ୱର,୧୮।୪(ଅସମାପିକା ସାହୁ)ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ରାଜ୍ୟରେ ପ୍ରଥମ କରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ...

୯ରୁ ୬ ମହିଳା ପ୍ରାର୍ଥୀ

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ବିଜୁ ଜନତା ଦଳ ପଞ୍ଚମ ପର୍ଯ୍ୟାୟରେ ଆଉ ୯ ବିଧାନସଭା ଆସନ ପାଇଁ ବୁଧବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିସହିତ ସମ୍ବଲପୁର ଓ ରେଢ଼ାଖୋଲ ଆସନରେ ପ୍ରାର୍ଥୀଙ୍କୁ ଅଦଳବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri