Tag Archives: Home Middle

ସିନେମାକୁ କରୋନା ମାଡ଼

ମୁମ୍ବାଇ/ଲସ୍‌ ଏଞ୍ଜେଲସ୍‌,୧୮ା୩: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କୋଭିଡ୍‌-୧୯ର ପ୍ରଭାବ ଚଳଚ୍ଚିତ୍ର ଶିଳ୍ପ ଉପରେ ମଧ୍ୟ ଦେଖିବାକୁ ମିଳିଛି। କରୋନା ଭୂତାଣୁ ସଂକ୍ରମଣର ଭୟରେ ମନୋରଞ୍ଜନ ଇଣ୍ଡଷ୍ଟ୍ରିର ଆର୍ଥିକ ମେରୁଦଣ୍ଡ ଦୋହଲିଯାଇଛି। ଭାରତରେ ପୂର୍ବରୁ କେତେକ ସମୟରେ ମନୋରଞ୍ଜନ...

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା, ଜୁଲାଇରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ମଙ୍ଗଳବାର ମହଙ୍ଗା ଭତ୍ତାକୁ ୫% ବୃଦ୍ଧି କରାଯାଇଛି। ଏହା ଏବେ ୧୨%ରୁ ବୃଦ୍ଧି ପାଇ ୧୭% ହୋଇଛି। ରାଜ୍ୟ ସରକାରୀ କର୍ମଚାରୀମାନେ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ପାଇବେ।...

୧୨୩୯ଜଣ ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ହୋଇଛି: ବାଗ୍‌ଚୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶେଷକରି ଚାଇନା, ଇଟାଲି, ସ୍ପେନ, ଦକ୍ଷିଣ କୋରିଆ ଆଦି ଦେଶ କରୋନାରେ ପ୍ରଭାବିତ ହୋଇଛନ୍ତି। ଭାରତରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ ଥିବା ବେଳେ ମଙ୍ଗଳବାର ଏହା ୧୨୬କୁ ଛୁଇଁଛି। ସେହିଭଳି ମୃତ୍ୟୁସଂଖ୍ୟା ୨ରୁ ୩କୁ ପହଞ୍ଚିଛି।...

ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଗଜପତି ସପରିବାର ଆମେରିକା ଗସ୍ତ...

କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ

ମୁମ୍ବାଇ,୧୭।୩: କରୋନା ଭାଇରସ୍‌ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏପର୍ଯ୍ୟନ୍ତ ଭାରତରେ ୧୨୮ଟି ଘଟଣା ସାମ୍ନାକୁ ଆସିଛି,...

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌, ସିନେମା ହଲ, ପର୍ଯ୍ୟଟନ ସ୍ଥଳ ଓ ଧର୍ମାନୁଷ୍ଠାନ ଆଦିକୁ ବନ୍ଦ କରିବା ଲାଗି...

ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା ବୃହତ୍‌ କ୍ଷତି ସହୁଛି। ୟୁରୋପୀୟ ପାର୍ଲାମେଣ୍ଟର ଏକ ରିପୋର୍ଟ ମୁତାବକ ଏଭଳି ସମସ୍ୟା...

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ।...

ହୋଟେଲ, ଟ୍ରାଭେଲ ଶିଳ୍ପ ବ୍ୟାପକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ପ୍ରଭାବରେ ରାଜ୍ୟର ହୋଟେଲ ଓ ଟ୍ରାଭେଲ ଶିଳ୍ପ ସର୍ବାଧିକ କ୍ଷତିଗସ୍ତ ହୋଇଛି। ପ୍ରଳୟଙ୍କରୀ ବାତ୍ୟା ଫନୀ ପରେ ହୋଟେଲ ଶିଳ୍ପକୁ ଆଉଥରେ ଏକ ବଡ଼ ଝଟ୍‌କା ଲାଗିଛି। ଇନ୍‌ବାଉଣ୍ଡ୍‌ ଟୁରିଷ୍ଟମାନେ ସେମାନଙ୍କ ବୁକିଂ ବାତିଲ କରୁଥିବାରୁ ଏହାର...

ବ୍ୟବସାୟୀଙ୍କ କ୍ଷତି ଟପିବ ୧ ହଜାର କୋଟି: ବଜାର ସ୍ଥିତି ବିଗାଡୁଛି କରୋନା

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା(କୋଭିଡ-୧୯)ର ପ୍ରକୋପ ସମଗ୍ର ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି। ଏଥିଯୋଗୁ ବିଶ୍ୱ ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ରୋଗ କେବଳ ମଣିଷ ସ୍ବାସ୍ଥ୍ୟକୁ ଯେ ଗ୍ରାସ କରୁଛି ତାହା ନୁହେଁ, ରାଜ୍ୟର ସାମାଜିକ ଏବଂ ଆର୍ଥିକ...

ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା

ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍‌ ଫ୍ରି ନମ୍ବର ୧୦୪କୁ କଲ୍‌ କରି କିମ୍ବା ଅନଲାଇନ ପୋର୍ଟାଲ https://covid19.odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି...

କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri