Tag Archives: Home Middle

କଶ୍ମୀରରେ ପ୍ରବେଶ କଲା କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ୪୨

ନୂଆଦିଲ୍ଲୀ,୯।୩: କରୋନା ଭାଇରସ ଧୀରେ ଧୀରେ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ସୋମବାର ଜମ୍ମୁ-କଶ୍ମୀରରେ ଜଣେ ୮୩ ବର୍ଷୀୟା ବୃଦ୍ଧା କରୋନା ଭାଇରସରେ ସଂକ୍ରମିତ ହେବା ଜଣାପଡିବା ପରେ ଏହା ଜମ୍ମୁ-କଶ୍ମୀରର ପ୍ରଥମ କରୋନା ସଂକ୍ରମିତ ବୋଲି କୁହାଯାଇଛି।...

ପୁରୁଷଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଅଧିକ: ରିପୋର୍ଟ !

ବେଜିଂ, ୯।୩: କରୋନା ସଂକ୍ରମଣ ଯୋଗୁ ପୃଥିବୀର ୧୦୧ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ଚାଇନାରେ କରୋନା ଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକ ପୁରୁଷ ରହିଥିବା ବେଳେ ଛୋଟ ପିଲା ଏବଂ...

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିଭ୍ରାନ୍ତିକର ପୋଷ୍ଟ ଶେୟାର କରୁଥିବା ଅଭିଯୋଗ ହୋଇଛି।...

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ...

କରୋନା ଭାଇରସ କବଳରେ ୩ ବର୍ଷର ଭାରତୀୟ ଶିଶୁ

ଥିରୁଭାନନ୍ତପୁରମ,୯।୩: ଡରାଇଲାଣି କରୋନା ଭାଇରସ। ଆମେରିକା, ଇଟାଲି ଭଳି ଦେଶ ଏହି କରୋନା ଭାଇରସ କବଳରେ ଆସିଥିବା ବେଳେ ଏବେ ଏହା ଭାରତରେ କାୟା ବିସ୍ତାର କରି ଚାଲିଛି। କେରଳରେ ରବିବାର ଗୋଟିଏ ପରିବାରର ୫ ଜଣ କରୋନା ଭାଇରସରେ...

ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ ଓଡ଼ିଆ ଅଫିସର କେନ୍ଦ୍ର ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଓ କେନ୍ଦ୍ରଶାସିତ...

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ଓ ସାମରିକ ହେଲିକପ୍ଟର ବିକ୍ରି...

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ ଅନେକ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ରାଣା କଂଗ୍ରେସ ସାଧାରଣ...

ମିଶନ ଆଦିତ୍ୟ: ଦେଢ଼ ନିୟୁତ କିମି ଅତିକ୍ରମ କରିବ ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୮।୩: ଭାରତ ସରକାର ସୂର୍ଯ୍ୟ ସମ୍ପର୍କରେ ଅଧିକ ତଥ୍ୟ ହାସଲ ପାଇଁ ମିଶନ ଆଦିତ୍ୟ ଆରମ୍ଭ କରିଛନ୍ତି। ଏନେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାରେ ୭.୦୧ କୋଟିର ଅନୁଦାନ ଉପସ୍ଥାପନ କରିଛନ୍ତି। ଏହା ସହିତ ସେମି କାୟୋଜେନିକ...

ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ମିଶନ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ : ଅଷ୍ଟ୍ରେଲିଆକୁ ରେକର୍ଡ ପଞ୍ଚମ ଟାଇଟଲ

ମେଲବୋର୍ନ, ୮।୩(ପି.ଟି.)- ଆୟୋଜକ ଅଷ୍ଟ୍ରେଲିଆ ରେକର୍ଡ ପଞ୍ଚମଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍‌ ଟାଇଟଲ ହାସଲ କରିଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବୃହତ୍‌ ୮୫ ରନରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି।...

ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଅମୃତସରରେ ୨,ଗୁଡ଼ଗାଓ୍ବଁରେ ୧, ଦିଲ୍ଲୀରେ ୩, ଜୟପୁରରେ ୧୭,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri