Tag Archives: Home Middle

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ ସର୍ବାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ...

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ...

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ

ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ...

୯୪ ଦେଶକୁ ବ୍ୟାପିଲାଣି କରୋନା

ପ୍ୟାରିସ୍‌,୮।୩(ଏଏଫ୍‌ପି): ମାରାତ୍ମକ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ବର୍ତ୍ତମାନ ସୁଦ୍ଧା ଏହା ୯୪ ଦେଶକୁ ବ୍ୟାପିଲାଣି। ଏଥିରେ ସଂକ୍ରମିତଙ୍କ ସଂଖ୍ୟା ୧,୦୧,୯୮୮ରେ ପହଞ୍ଚତ୍ଥିବାବେଳେ ୩୪୯୧ ଜଣଙ୍କ ଜୀବନ ଗଲାଣି। ଦିନକ ମଧ୍ୟରେ ୧୧୪୬ ନୂଆ ରୋଗୀ ଚିହ୍ନଟ...

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ ଆର୍‌ବିଆଇ ଏଭଳି ପଦକ୍ଷେପ ନେଇଛି। ୟେସ୍‌ ବ୍ୟାଙ୍କର ଏପରି ସ୍ଥିିିତି ଯୋଗୁ...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ପ୍ରଥମ ଟାଇଟଲ ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୮।୩(ପି.ଟି.)- ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ବିଶ୍ୱକପ୍‌ର ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଫାଇନାଲ ମ୍ୟାଚ୍‌ ଆୟୋଜନ ହେବ। ଟାଇଟଲ ପାଇଁ ଫାଇନାଲରେ ଗତଥରର ଚାମ୍ପିୟନ ତଥା ଆୟୋଜକ ଅଷ୍ଟ୍ରେଲିଆ ଓ...

କରୋନା ମୁକାବିଲା: ଦେଶରେ ୫୨ ଯାଞ୍ଚ୍‌ କେନ୍ଦ୍ର, ୫୭ ସହାୟକ ନମୂନା ସଂଗ୍ରହ କେନ୍ଦ୍ର

ନୂଆଦିଲ୍ଲୀ,୭।୩: କରୋନା ମୁକାବିଲା ପାଇଁ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଦେଶରେ ଦେଶରେ ୫୨ ଯାଞ୍ଚ୍‌ କେନ୍ଦ୍ର ସ୍ଥାପନ କରାଯାଇଛି। ସେହିପରି ୫୭ଟି ସହାୟକ ନମୂନା ସଂଗ୍ରହ କେନ୍ଦ୍ର ମଧ୍ୟ ସ୍ଥାପିତ ହୋଇଛି। ଏନେଇ ଭାରତୀୟ ଆୟୁର୍ବିଜ୍ଞାନ...

ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍‌ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ...

ପୁଲ୍‌ଓ୍ବାମା ଆକ୍ରମଣର ଅନ୍‌ଲାଇନ୍‌ ଲିଙ୍କ୍‌: ବ୍ୟବହୃତ ବିସ୍ଫୋରକ ଆମାଜନରୁ ହୋଇଥିଲା କିଣା !

ଶ୍ରୀନଗର,୭।୩: ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ଇତିମଧ୍ୟରେ ବର୍ଷେ ବତିଛି। ଏହି ଆକ୍ରମଣରେ ବ୍ୟବହୃତ ହୋଇଥିବା ବିସ୍ଫୋରକ ଅନ୍‌ଲାଇନ୍‌ରେ ଆମାଜନରୁ କିଣାଯାଇଥିଲା। ଏହି ମାମଲାରେ ଏନ୍‌ଆଇଏ ପକ୍ଷରୁ ଓ୍ବାଇଜ୍‌ ଅଲ୍‌ ଇସଲାମ୍‌ ଏବଂ ମହମ୍ମଦ ଅବାସ ରାଥଡ଼େଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ...

ଲକ୍ଷେ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ବ୍ୟାଙ୍କକ୍‌,୭ା୩: ନୋଭେଲ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ରୋଗୀସଂଖ୍ୟା ଶୁକ୍ରବାର ଲକ୍ଷେ ଟପିଛି। ଏହାକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓ୍ବାଲ୍‌ଷ୍ଟ୍ରିଟ୍‌ରେ କାରବାର ମାନ୍ଦା ହେବା ସହିତ ଏସିଆ ଓ ୟୁରୋପୀୟ ଶେୟାର...

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ପାସ୍‌ପୋର୍ଟ ମନା

ନୂଆଦିଲ୍ଲୀ,୭ା୩: ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀମାନଙ୍କୁ ଆଉ ମିଳିବ ନାହିଁ ପାସ୍‌ପୋର୍ଟ। ଯେଉଁ କର୍ମଚାରୀମାନେ ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି କିମ୍ବା ଯାହାଙ୍କ ବିରୋଧରେ ଭ୍ରଷ୍ଟାଚାର ଅଭିଯୋଗରେ ମାମଲା ରୁଜୁ ପାଇଁ ସରକାର ଅନୁମତି ଦେଇଛନ୍ତି, ସେମାନେ ପାସ୍‌ପୋର୍ଟ ପାଇପାରିବେ ନାହିଁ।...

ଆଇଏସ୍‌ଏଲ୍‌: ବିଦେଶୀ ଖେଳାଳିଙ୍କ ସଂଖ୍ୟା ନେଇ ଷ୍ଟିମାକଙ୍କ ଅସନ୍ତୋଷ

ମୁମ୍ବାଇ,୭।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବିଦେଶୀ ଖେଳାଳିଙ୍କ ସଂଖ୍ୟ ନେଇ ଭାରତୀୟ ଜାତୀୟ ଦଳର ହେଡ୍‌ କୋଚ୍‌ ଆଇଗର ଷ୍ଟିମାକ ଅସନ୍ତୋଷ ଜାହିର କରିଛନ୍ତି। ଲିଗ୍‌ରେ ଅଧିକ ବିଦେଶୀ ଖେଳାଳିଙ୍କୁ ନେଇ ସେ ଆପତ୍ତି ଉଠାଇଛନ୍ତି। ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri