Tag Archives: Home Middle

ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ...

ବିଗୁଡ଼ୁଛି ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍‌ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି...

କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୧

ନୂଆଦିଲ୍ଲୀ,୬।୩: କରୋନା ଭାଇରସ ଏବେ ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୧ରେ। ଏଥିରୁ ଦୂରେଇ ରହିବାକୁ ସରକାରୀ ଓ...

ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ, ୨୬ରେ ନିର୍ବାଚନ

ଭୁବନେଶ୍ୱର, ୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ଖାଲି ପଡ଼ିଥିବା ୪ଟି ଆସନ ପାଇଁ ହେବ ନିର୍ବାଚନ। ଏ ନେଇ ଶୁକ୍ରବାରଠାରୁ ପ୍ରାର୍ଥୀମାନେ...

ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ନିବିଡ଼; ଏସ୍‌ସିବିକୁ ବିଶ୍ୱସ୍ତରୀୟ କରାଯିବା କାମ ଆରମ୍ଭ ହେଲା: ମୁଖ୍ୟମନ୍ତ୍ରୀ

କଟକ ଅଫିସ/ଭୁବନେଶ୍ୱର,୫।୩(ବ୍ୟୁରୋ): ବିଜୁ ବାବୁଙ୍କ ସହ କଟକର ସମ୍ପର୍କ ଥିଲା ନିବିଡ। ଏହି କଟକ ମାଟିରେ ସେ ବଡ଼ ହୋଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଲଢିଥିଲେ। କଟକରୁ ସେ ପେଶୱାର(ବର୍ତ୍ତମାନ ପାକିସ୍ତାନରେ ଥିବା ଏକ ସହର)କୁ ସାଇକେଲରେ ଯାତ୍ରା କରିଥିଲେ।...

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଏହାକୁ ୨ଟି ବୋଇଙ୍ଗ୍‌-୭୭୭ ବିମାନରେ...

ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍‌ କରି ବିଜୁଙ୍କୁ...

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ ଲାଗି ଚତୁର୍ଥ ଥର ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦...

ସୀମାରେ ଯାଞ୍ଚ୍‌ କଡ଼ାକଡ଼ି, ବିମାନ ବନ୍ଦରରେ ହାଇ ଆଲର୍ଟ: କରୋନା ମୁକାବିଲା ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ତେବେ ସରକାର ସୁରକ୍ଷା ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଗୁରୁବାର ସୂଚନା...

ତାଗିଦ ସତ୍ତ୍ୱେ ମାନୁନି ଇସ୍କନ: ମଥୁରାରେ ଅଦିନିଆ ରଥଯାତ୍ରା ନେଇ ଚର୍ଚ୍ଚା

ପୁରୀ ଅଫିସ,୫।୩: ବାରମ୍ବାର ତାଗିଦ ସତ୍ତ୍ୱେ ମାନୁନାହିଁ ଇସ୍କନ। ପୂର୍ବରୁ ମୁମ୍ବାଇ ଶିବାଜୀ ପାର୍କରେ ଅଦିନିଆ ରଥଯାତ୍ରା କରି ବିବାଦୀୟ ହୋଇପଡିଥିବା ଇସ୍କନ ଏବେ ନାମ ପରିବର୍ତ୍ତନ କରି ଅଦିନିଆ ରଥଯାତ୍ରା କରିବାକୁ ଯୋଜନା କରୁଥିବା ଆଶଙ୍କା କରାଯାଉଛି। ତେବେ...

କରୋନା ପ୍ରଭାବ: ମାସ୍କ୍‌, ସାନିଟାଇଜର ଦାମରେ ୧୦ଗୁଣା ବୃଦ୍ଧି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ପାଇଁ ମାସ୍କ ପିନ୍ଧିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି। ଏହା ସହିତ ହାତ ଧୋଇବା ଉପରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱାରୋପ କରିଛି। ଭଲ...

ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ଭାରତ

ସିଡ୍‌ନୀ,୫ା୩- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ମହିଳା ଟି୨୦ ବିଶ୍ୱକପ୍‌ ଇତିହାସରେ ଭାରତୀୟ ଦଳ କଦାପି ସେମିଫାଇନାଲ ବାଧା ଅତିକ୍ରମ କରିପାରି ନ ଥିଲା। କିନ୍ତୁ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri