Tag Archives: Home Middle

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବି. ମୁରଲୀଧରନ ଏହି ସୂଚନା...

ଦେଶରେ ୨୯ କରୋନା ସଂକ୍ରମିତ: ପ୍ରସ୍ତୁତ ରହିବାକୁ ଡବ୍ଲ୍ୟୁଏଚ୍‌ଓର ପରାମର୍ଶ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୧୬ ଇଟାଲୀ ପର୍ଯ୍ୟଟକ ଅଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବୁଧବାର ପ୍ରକାଶ କରିଛନ୍ତି। ବାହାର ଦେଶରୁ ଭାରତକୁ ଆସୁଥିବା ପ୍ରତ୍ୟେକ ଯାତ୍ରୀଙ୍କୁ ବିମାନବନ୍ଦରଗୁଡ଼ିକରେ କଡ଼ା...

କରୋନାକୁ ନାହିଁ ଭୟ, ସତର୍କ ରହିବା ଜରୁରୀ: ଶରୀରରେ ୧୦ ମିନିଟ୍‌-ପୋଷାକରେ ୯ ଘଣ୍ଟା-ଧାତୁରେ ୧୨ ଘଣ୍ଟା ଭୂତାଣୁ ରୁହେ ଜୀବିତ

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ବୁଝି ବିଚାରି ସତର୍କ ରହିଲେ କରୋନାଠାରୁ ଦୂରେଇ ରହିହେବ। କରୋନା ଭୂତାଣୁ, କାଶ, ଛିଙ୍କ, ନିଶ୍ୱାସ ପ୍ରଶ୍ୱାସ...

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି...

କରୋନା ମୁକାବିଲା ଲାଗି ପ୍ରସ୍ତୁତ କି ଭାରତୀୟ ସ୍ବାସ୍ଥ୍ୟ ସେବା: ୧୦,୭୦୦ ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ସତର୍କତା ଜାରି ହୋଇଛି। ଏପରିସ୍ଥଳେ ଭାରତୀୟ ସ୍ବାସ୍ଥ୍ୟ ସେବା ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଜାତୀୟ ସ୍ବାସ୍ଥ୍ୟ ପ୍ରୋଫାଇଲ୍‌ ୨୦୧୯ ରିପୋର୍ଟ ଅନୁସାରେ ଭାରତରେ ପ୍ରାୟ ୨୫,୭୭୮ ସରକାରୀ ହସ୍ପିଟାଲ ରହିଛି। ଏଠାରେ...

ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ ଦିନରେ ଚିନି ଦାମ ବଢ଼ିବାର ସମ୍ଭାବନା ଥିବା କୁହାଯାଉଛି। ଭାରତୀୟ ଚିନିକଳ ସଂଗଠନ...

କରୋନା ନେଇ ଦିଲ୍ଲୀରେ ସତର୍କତା: ଏନ୍‌ସିଆର୍‌ରେ ୫ ସ୍କୁଲ ବନ୍ଦ; ୨୫ ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସତର୍କତା ଜାରି ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏନ୍‌ସିଆର୍‌ରେ ୫ ସ୍କୁଲକୁ ବନ୍ଦ କରାଯାଇଛି। ସେହିପରି ୨୫ଟି ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ ସ୍ଥାପିତ ହୋଇଛି। ଏହା ସହିତ ସରକାର ୩ ଲକ୍ଷ ୫୦ ହଜାର...

କମଳନାଥ ସରକାରଙ୍କୁ ଅପରେଶନ୍‌ ଲୋଟସ୍‌ ଭୟ: ୯ କଂଗ୍ରେସ ବିଧାୟକଙ୍କୁ ଭାଜପା ବନ୍ଧକ ରଖିଥିବା ଅଭିଯୋଗ

ଭୋପାଳ,୪।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥ ସରକାର ସଙ୍କଟରେ ପଡ଼ିଛନ୍ତି। ଭାଜପା କଂଗ୍ରେସର ୯ ଜଣ ବିଧାୟକଙ୍କୁ ବନ୍ଧକ ରଖିଥିବା ଅଭିଯୋଗ ହୋଇଛି। ରାଜ୍ୟରେ ଭାଜପା ପକ୍ଷରୁ ଅପରେଶନ୍‌ ଲୋଟସ୍‌ ଆରମ୍ଭ କରାଯାଇଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ବିଧାୟକଙ୍କୁ ଗୁରୁଗାଓଁର...

୫ ଦେଶର ନାଗରିକଙ୍କ ଭିଜା ରଦ୍ଦ

ନୂଆଦିଲ୍ଲୀ,୪ା୩: ଚାଇନା ପରେ ସର୍ବାଧିକ କରୋନା ଆକ୍ରାନ୍ତ ଦକ୍ଷିଣ କୋରିଆ, ଇରାନ, ଇଟାଲି ଓ ଜାପାନର ନାଗରିକଙ୍କୁ ମିଳିଥିବା ନିୟମିତ ଭିଜାଗୁଡିକୁ ସରକାର ମଙ୍ଗଳବାର ରଦ୍ଦ କରିଛନ୍ତି। ମାର୍ଚ୍ଚ ୩ ପୂର୍ବରୁ ସେମାନଙ୍କୁ ଦିଆଯାଇଥିବା ନିୟମିତ ଭିଜା ଓ ଇ-...

ସିଏଏ ବିରୋଧରେ ସୁପ୍ରିମ୍‌କୋର୍ଟ ପହଞ୍ଚିଲା ଜାତିସଂଘ

ନୂଆଦିଲ୍ଲୀ,୩।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଜାତିସଂଘ ମାନବାଧିକାର କମିଶନ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସିଏଏ ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏଥିରେ କୌଣସି ବାହାର ସଂସ୍ଥାର ହସ୍ତକ୍ଷେପକୁ...

ଛାଡୁନି ସୋସିଆଲ୍‌ ମିଡ଼ିଆ, ମହିଳା ଦିବସରେ ମହିଳାଙ୍କୁ ସମର୍ପିତ ହେବ ଆକାଉଣ୍ଟ୍‌: ମୋଦି

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ୍‌ ମିଡ଼ିଆ ଛାଡୁଥିବା ନେଇ ସୋମବାର ରାତିରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆ ୟୁଜରଙ୍କ ମଧ୍ୟରେ ନାନା ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ମୋଦିଙ୍କୁ ମନାଇବା ପାଇଁ କେତେକ...

ଦଙ୍ଗା ଦୋଷୀଙ୍କ ବିରୋଧରେ ଗ୍ରହଣ କରାଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀରେ ଘଟିଥିବା ଦଙ୍ଗାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ମୋଦିଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri