Tag Archives: Home Middle

ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍‌ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ ମେସ୍‌ ସୁବିଧା ଉପରେ ନିରୀକ୍ଷଣ କରିବା ସହ ବିଶ୍ୱବିଦ୍ୟାଳୟ ସମ୍ବନ୍ଧରେ ଅଧିକାରୀଙ୍କ...

ମହିଳା ଅଧିକାରୀଙ୍କୁ ସେନାରେ ମିଳିବ ସ୍ଥାୟୀ କମିଶନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୭।୨: ଏବେ ମହିଳା ଅଧିକାରୀଙ୍କୁ ସେନାରେ ସ୍ଥାୟୀ କମିଶନ ମିଳିବ। ଏନେଇ ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ୨୦୧୦ରେ ଦିଆଯାଇଥିବା ରାୟକୁ ସର୍ବୋଚ୍ଚ ନ୍ୟାୟାଳୟ ସମର୍ଥନ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କୁ ଭର୍ସନା କରିଛନ୍ତି। ଦିଲ୍ଲୀ...

ଚାଇନା ଡେଥ୍‌ ଚ୍ୟାମ୍ବରରେ ୬ କୋଟି ଲୋକ: ମୃତ୍ୟୁକୁ ଅପେକ୍ଷା !

ବେଜିଂ,୧୭।୨: କରୋନା ଭୁତାଣୁ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ହୁବେଇ ପ୍ରଦେଶରେ କରୋନା ଯୋଗୁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏହି ପ୍ରଦେଶର ଅଧିକ ଲୋକଙ୍କ ସଂକ୍ରମଣରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୯୭ ପ୍ରତିଶତ ଲୋକ ହୁବେଇ...

କରୋନା ମୃତ୍ୟୁ ସଂଖ୍ୟା ୧୭ ୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର

ବେଜିଂ,୧୭।୨: ଚାଇନାରେ କରୋନା ମହାମାରୀ ଥମିବାର ନା ଧରୁନି। ଇତିମଧ୍ୟରେ ମୃତକଙ୍କ ସଂଖ୍ୟା ୧୭୬୫ରେ ପହଞ୍ଚିଥିବା ଚାଇନା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଦେଶର ୩୦ଟିରୁ ଅଧିକ ସହରରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ୭୦,୪୦୦ରେ...

କଶ୍ମୀର ମଧ୍ୟସ୍ଥତାକୁ ଭାରତର ନା

ନୂଆଦିଲ୍ଲୀ,୧୭ା୨: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପ୍ରସ୍ତାବ ଦେଇଥିବା ବେଳେ ଭାରତ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଛି। କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ହସ୍ତକ୍ଷେପକୁ ଆଦୌ ଗ୍ରହଣ କରାଯିବ ନାହିଁ ବୋଲି ବହିର୍ବ୍ୟାପାର...

ପୁରୁଣା ଟିମ୍‌ ସହିତ କେଜରିଓ୍ବାଲଙ୍କ ନୂଆ ଇନିଂସ୍‌

ନୂଆଦିଲ୍ଲୀ,୧୬।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେଇଛନ୍ତି। କେଜରିଓ୍ବାଲଙ୍କ ସହିତ ତାଙ୍କ ପୁରୁଣା ଟିମ୍‌ର ସଦସ୍ୟ ମଧ୍ୟ ଶପଥ ପାଠ କରିଛନ୍ତି। କେଜରିଓ୍ବାଲ ପୁରୁଣା ଟିମ୍‌ ସହିତ ନୂଆ ଇନିଂସ୍‌ ଆରମ୍ଭ କରିଛନ୍ତି। ପୁରୁଣା ଟିମ୍‌ର...

ଜାତି-ଧର୍ମ ନୁହେଁ ଶାନ୍ତି ପାଇଁ ପୋଲିସ କର୍ମଚାରୀ କରନ୍ତି କାମ: ଶାହା

ନୂଆଦିଲ୍ଲୀ, ୧୫।୨: ପୋଲିସ କର୍ମଚାରୀ ଜାତି ଧର୍ମ ନୁହେଁ ବରଂ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ କାମ କରନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। କର୍ତ୍ତବ୍ୟ ସମୟରେ ପୋଲିସ କର୍ମଚାରୀ ଜାତି ଧର୍ମକୁ ଦେଖି କୌଣସି ପଦକ୍ଷେପ...

ଜାମିଆ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟି ଥିଲେ ପୋଲିସ: ଜେସିସି ଜାରି କଲା ଭିଡ଼ିଓ

ନୂଆଦିଲ୍ଲୀ,୧୬।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଡିସେମ୍ବର ୧୫ରେ ହୋଇଥିବା ବର୍ବରତାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଲାଇବ୍ରେରୀରେ ପଶି ପୋଲିସ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟିବାର ଦୃଶ୍ୟ ୪୫ ସେକେଣ୍ଡର ଏହି ଭିଡ଼ିଓରେ ରହିଛି।...

ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟଥର ଲାଗି ରବିବାର ଶପଥ ନେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଉପରାଜ୍ୟପାଳ ଅନିଲ ବେଜଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଶପଥ ଗ୍ରହଣ...

ୟେମେନରେ ସୌଦିର ଏୟାର ଷ୍ଟ୍ରାଇକ୍‌: ୩୧ ମୃତ

ରିୟାଦ୍‌,୧୬।୨: ୟେମେନରେ ସୌଦି ଏୟାର ଷ୍ଟାଇକ୍‌ କରିଛି। ଶନିବାର ବିଳମ୍ବିତ ରାତିରେ ହୋଇଥିବା ଏହି ଘଟଣାରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ୟେମେନରେ ସୌଦି ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ଏଭଳି ହୋଇଛି। ହୁତି ବିଦ୍ରୋହୀଙ୍କ...

ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ

ଭୋପାଳ,୧୬ା୨(ପି.ଟି.): ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ସ୍ପଷ୍ଟ ହୋଇଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ରହିଥିବା ବିରୋଧଭାସ ପୁଣିଥରେ ସାମନାକୁ ଆସିଛି। କମଳନାଥଙ୍କ ନେତୃତ୍ୱକୁ ନେଇ ସିନ୍ଧିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିର୍ବାଚନ ବେଳେ ଦଳ...

ଟ୍ରମ୍ପ୍‌ଙ୍କ ଅହମଦାବାଦ ଗସ୍ତ ସମୟରେ ସୁରକ୍ଷାରେ ନିୟୋଜିତ ହେବେ ୧୦ ହଜାର ପୋଲିସ

ଅହମଦାବାଦ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ ପାଇ ଆସନ୍ତା ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ଦିଲ୍ଲୀ ବ୍ୟତୀତ ଗୁଜରାଟର ଅହମଦାବାଦ ଗସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri