Tag Archives: Home Middle

ପ୍ରିୟଙ୍କା ଯିବେ ରାଜ୍ୟ ସଭା !

ନୂଆଦିଲ୍ଲୀ,୧୫।୨: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଛତିଶଗଡ଼ରୁ ରାଜ୍ୟ ସଭା ଆସିବା ନେଇ ଏବେ ଚର୍ଚ୍ଚା ହେଉଛି। ଆସନ୍ତା ଏପ୍ରିଲ୍‌ରେ ଛତିଶଗଡ଼, ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶର କେତେକ ରାଜ୍ୟ ସଭା ଆସନ ଖାଲି ହେଉଛି। ମୋତିଲାଲ...

ଦେଶରୁ କୁପୋଷଣ ହଟାଇବା ପାଇଁ ସିଏସ୍‌ଆଇଆର୍‌ ବୈଜ୍ଞାନିକ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୫।୨: ଦେଶରୁ କୁପୋଷଣ ହଟାଇବା ପାଇଁ ବୈଜ୍ଞାନିକମାନେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସିଏସ୍‌ଆଇଆର୍‌ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଲାଗି ବୈଜ୍ଞାନିକମାନେ...

ଗିରିରାଜଙ୍କୁ ନୋଟିସ୍‌ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୧୫।୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଗିରିରାଜଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏଭଳି କରାଯାଇଛି। ଗିରିରାଜ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଥିବାବେଳେ ସମ୍ପ୍ରତି ଉତ୍ତରପ୍ରଦେଶର ସହାରଣନପୁରରେ...

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ...

ଟ୍ରମ୍ପଙ୍କ ଭାରତ ଗସ୍ତ: ୩ ଘଣ୍ଟା ପାଇଁ ଖର୍ଚ୍ଚ ହେବ ଶହେ କୋଟି ଟଙ୍କା!

ନୂଆଦିଲ୍ଲୀ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଫେବୃୟାରୀ ୨୪-୨୫ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ଟ୍ରମ୍ପ ଦମ୍ପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋମ୍‌ ଟାଉନ୍‌ ଗୁଜରାଟର ଅହମ୍ମଦାବାଦ ସହର ଗସ୍ତ କରିବାର...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଶିକ୍ଷକଙ୍କ ଯୋଗଦାନକୁ ନେଇ ଉଠିଲା ବିବାଦ

ନୂଆଦିଲ୍ଲୀ,୧୫।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ ଦେବାକୁ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳି ନ ଥିବା ବେଳେ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କରୋନାଭାଇରସ: ମୃତ୍ୟୁ ସଂଖ୍ୟା ୧,୫୨୩ ସଂକ୍ରମିତ ୬୬ ହଜାର

ବେଜିଂ,୧୫।୨: ଚାଇନାରେ କରୋନାଭାଇରସର ଭୟାବହତା ଥମିବାର ନାଁ ନେଉନି। ଦିନକରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବା ବେଳେ ଏବେ ସୁଦ୍ଧା ସେଠାରେ ୧,୫୨୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨। ଶୁକ୍ରବାର...

ଏଯାଏ ମିଳିନି ପୁଲଓ୍ବାମା ଉତ୍ତର: ଏନ୍‌ଆଇଏ ହାତ ଖାଲି

ନୂଆଦିଲ୍ଲୀ,୧୫ା୨: ଠିକ୍‌ ବର୍ଷକ ତଳେ ଅର୍ଥାତ୍‌ ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରସ୍ଥିତ ପୁଲଓ୍ବାମା ଜିଲା ଲେଥ୍‌ପୋରାରେ ଘଟିଥିଲ ଆମତ୍ଘାତୀ ବିସ୍ଫୋରଣ। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଯବାନଙ୍କୁ ନେଇ ଯାଉଥିବା ବସ୍‌ଗୁଡ଼ିକୁ ଟାର୍ଗେଟ କରି ଏହା ଘଟାଯାଇଥିଲା। ଅପରାହ୍ନ...

‘ଦୃଢ଼ ଇଚ୍ଛାଶକ୍ତିରେ ଚାଲିଛି ୫-ଟି, ମୋ ସରକାର’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ସ୍ବଚ୍ଛ ଉପାୟରେ ଜନସାଧାରଣଙ୍କୁ ସେବା ଯୋଗାଇ ରାଜ୍ୟ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ପରାମର୍ଶଭିତ୍ତିକ ପ୍ରଶାସନ ହେଉଛି ବିକାଶ ଯାତ୍ରାର ମୂଳମନ୍ତ୍ର। ଜନସାଧାରଣଙ୍କ ମତାମତ ଆଧାରରେ କାମ କରିବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର...

ବିବାହ ପାଇଁ ଜିଦ୍‌, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ

ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ ପଚରା ଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ...

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି...

ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି, ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୫% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ପ୍ରକାଶ ଯେ, ଗୁୁରୁବାର ରାଜ୍ୟ ସରକାର ସରକାରୀ କର୍ମଚାରୀ ସପ୍ତମ ବେତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri