Tag Archives: Home Middle

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା ସଂକ୍ରମଣ ଯୋଗୁ ୧୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କରୋନା ଆତଙ୍କବାଦଠାରୁ...

ଫେବୃୟାରୀ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍‌ ଆଦ୍‌ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ...

ନିର୍ବାଚନ ଫଳାଫଳ ଘୋଷଣା ପରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ଅଣ-ସବସିଡ୍‌ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ରୋଷେଇ ଘରେ ମହଙ୍ଗାମାଡ଼ ହୋଇଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର କିଛି ଘଣ୍ଟା ମଧ୍ୟରେ ଅଣ-ସବସିଡ୍‌ ସିଲଣ୍ଡର ଦାମରେ ୧୪୯ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଆଇଓସି ପକ୍ଷରୁ ରିପୋର୍ଟ ଜାରି ହୋଇଛି।...

୭୦ ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୫୨ କୋଟିପତି: ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସଂଖ୍ୟା ଗରିଷ୍ଠତା ହାସଲ କରିଛି। ୭୦ ବିଧାନସଭା ଆସନ ମଧ୍ୟରୁ ଏଏପି ଖାତାକୁ ୬୨ ଯାଇଥିବାବେଳେ ଭାଜପା ୮ ଆସନରେ ସୀମିତ ରହିଛି। ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରେ ୫୨...

କେଜ୍‌ରିଓ୍ବାଲଙ୍କ କ୍ଲିନ୍‌ ସୁଇପ୍‌

ନୂଆଦିଲ୍ଲୀ,୧୨ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଜବରଦସ୍ତ ବିଜୟ ସହ ପୁଣିଥରେ ସରକାର ଗଢ଼ିବାକୁ ଯାଉଛି। ୭୦ ଆସନ ବିଶିଷ୍ଟ ବିଧାନସଭାରେ ଏଏପି ୬୨ ଆସନରେ ବିଜୟୀ ହେବାକୁ ଯାଉଥିବାବେଳେ ଭାଜପା...

ଏଏପି ବିଧାୟକଙ୍କ ସମର୍ଥକଙ୍କୁ ଗୁଳିମାଡ: ଜଣେ ମୃତ, ଜଣେ ଆହତ

ନୂଆଦିଲ୍ଲୀ,୧୨।୨: ୨୦୧୫ର ସଫଳତା ଦୋହରାଇ ଅରବିନ୍ଦ କେଜ୍‌ରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି)ପୁଣିଥରେ ଦିଲ୍ଲୀ ବିଧାନସଭା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଏହି ବିଧାନସଭା ନିର୍ବାଚନରେ ଆପ ୬୨ଟି ଆସନରେ ଜିତିପାରିଛି। ଏହି ବିଜୟ ପରେ ଚାରିଆଡେ ଉତ୍ସବର ପରିବେଶ...

ଦିଲ୍ଲୀରେ ଆପ୍‌ ଲହରି: କେଜ୍‌ରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପୁଣି ଥରେ କ୍ଷମତାକୁ ଫେରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲଙ୍କ ନେତୃତ୍ୱରେ ଦଳ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର କାର୍ଯ୍ୟରେ ୨୦୦ରୁ ଅଧିକ ଏମ୍‌ପିଙ୍କୁ ଲଗାଇଥିଲେ ମଧ୍ୟ ସେମାନେ କେଜରିଓ୍ବାଲଙ୍କୁ ପାରି ନାହାଁନ୍ତି।...

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ଶେଷଥର ପାଇଁ ୧୯୯୩ରେ ଦିଲ୍ଲୀ ବିଧାନସଭାରେ କ୍ଷମତା ଦଖଲ କରିଥିଲା। ଭାଜପା...

ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ...

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିଲା। ଏବେ...

ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ ପୁଣି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଯାଉଛି। ଏଏପି ୫୮ ଆସନରେ ଆଗୁଆ ଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri