Tag Archives: Home Middle

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ ଥର ଏୟାରଲିଫ୍ଟରେ ୩୨୪ ଭାରତୀୟ ବୁହାନରୁ ଭାରତ ଫେରିଥିଲେ। ରବିବାର ପୂର୍ବାହ୍ନ ୯ଟା...

କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ

ନୂଆଦିଲ୍ଲୀ,୨।୨: ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଚାଇନା ଗଣମାଧ୍ୟମ ପକ୍ଷରୁ...

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ...

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ,...

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି।...

ନିର୍ମଳା କଲେ ନିରାଶ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତିି। ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ନରେନ୍ଦ୍ର ମୋଦି ସରକାରଙ୍କ ଏହା ହେଉଛି ଦ୍ୱିତୀୟ ବଜେଟ। ୩୦ ଲକ୍ଷ ୪୨...

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି। ସହ...

ବଜେଟ: କାହାକୁ ଫାଇଦା, କାହାର କ୍ଷତି

ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ...

ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି

ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି...

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି।...

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri