Tag Archives: Home Middle

ତେଜୁଛି ସିଏଏ ବିରୋଧୀ ଆନ୍ଦୋଳନ

ନୂଆଦିଲ୍ଲୀ/କୋଲକାତା/ ଓ୍ବାଶିଂଟନ,୨୮ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। ଗୋଟିଏ ପରେ ଗୋଟିଏ ରାଜ୍ୟ ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଗୃହୀତ ହେବାରେ ଲାଗିଛି। କେରଳ, ପଞ୍ଜାବ, ରାଜସ୍ଥାନ ପରେ ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ...

ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ

ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ...

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ...

୪୦ ଦିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ସେନା

ନୂଆଦିଲ୍ଲୀ,୨୭।୧: ପ୍ରାୟ ୧୩ଲକ୍ଷ ଯବାନଙ୍କୁ ନେଇ ଭାରତୀୟ ସେନା ଧୀରେ ଧୀରେ ତା’ର ଶକ୍ତି ବୃଦ୍ଧି କରୁଛି ବୋଲି ଜଣାପଡିଛି। ସେନା ରକେଟ ଓ କ୍ଷେପଣାସ୍ତ୍ରଠାରୁ ଆରମ୍ଭ କରି ହାଇ କ୍ୟାଲିବର ଟ୍ୟାଙ୍କ ଓ ଆର୍ଟିଲରି ସେଲସ୍‌ ମଧ୍ୟ ଗଚ୍ଛିତ...

ଡରାଉଛି କରୋନା ଭୂତାଣୁ: ଚାଇନାରେ ପରସ୍ପର ସହ ହାତ ମିଳାଇବା ମନା

ବେଜିଂ,୨୭।୧: ଚାଇନାରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭୂତାଣୁ ଏବେ ଭୟଙ୍କର ରୂପ ନେବାରେ ଲାଗିଛି। ଏବେସୁଦ୍ଧା ସେଠାରେ କରୋନା ଭୂତାଣୁ ଯୋଗୁ ୮୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ଏହାଶହ ହଜାର ହଜାର ଲୋକ...

ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ

କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ...

ବର୍ଷର ପ୍ରଥମ ’ମନ୍‌ କୀ ବାତ୍‌’: ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ, ୨୬।୧: ୬୧ତମ ‘ମନ୍‌ କୀ ବାତ୍‌’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ୍ତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶ ତଥା ବିଦେଶରେ ରହୁଥିବା ଭାରତୀୟଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏଥର ମୋଦି ଜଳ ସଂରକ୍ଷଣ ଉପରେ...

କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ଶହ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହା ଦ୍ୱାରା ପୃଥିବୀର ଅର୍ଥନୀତି ଦୋହଲିଯିବାର ଆଶଙ୍କା...

ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା ସାରା ପୃଥିବୀ ପ୍ରସାରିତ ହୋଇଛି। ବିଭିନ୍ନ ରାଜ୍ୟ ପକ୍ଷରୁ ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼...

ପୁଣିଥରେ ଜମ୍ମୁ-କଶ୍ମୀରରେ ବନ୍ଦ ହେଲା ୨ଜି ମୋବାଇଲ ନେଟଓ୍ବର୍କ ସେବା

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ରବିବାର ପାଳନ କରାଯାଉଛି ୭୧ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀଠାରୁ ପଲ୍ଲୀ ସବୁଠି ଉତ୍ସବ ମୁଖର। ଏହାକୁ ନେଇ ସାରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି। ବିଶେଷ କରି ରାଜଧାନୀ ଦିଲ୍ଲୀ ସମେତ ଜମ୍ମୁ-କଶ୍ମୀରରେ...

ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ସୁରକ୍ଷାରେ କର୍ତ୍ତବ୍ୟ କରୁଥିବା ସମୟରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଏହାର ନିର୍ମାଣ କରାଯାଇଛି। ସିଡିଏସ୍‌ଜେନେରାଲ ବିପିନ...

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍‌ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଏହି ଉତ୍ସବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri