Tag Archives: Home Middle

୭୦ ବର୍ଷରେ ହୋଇ ନ ଥିବା କାମ ୮ ମାସରେ କରିଛନ୍ତି ମୋଦି: ନଡ୍ଡା

ଆଗ୍ରା, ୨୩।୧: ଦେଶରେ ଗତ ୭୦ ବର୍ଷ ମଧ୍ୟରେ ହୋଇପାରି ନ ଥିବା କାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତ୍ର ୮ ମାସରେ କରି ଦେଖାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବା ପରେ କେ.ପି.ନଡ୍ଡା ଆଗ୍ରାଠାରେ ନାଗରିକତ୍ୱ...

ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଥିବା ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ,୨୩।୧: ନିର୍ଭୟା ମାମଲାରେ ଦୋଷୀଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଥିବା ବିଚାରପତିଙ୍କ ବଦଳି କରାଯାଇଛି। ବିଚାରପତି ସତୀଶ ଆରୋରା ଏଣିପି ପାଟିଆଳା ହାଉସ୍‌ କୋର୍ଟ ପରିବର୍ତ୍ତେ ସୁପ୍ରିମ୍‌କୋର୍ଟରେ ଦାୟିତ୍ୱ ସମ୍ଭାଭାଳିବେ। ଗୋଟିଏ ମାସରେ ସେ ନିର୍ଭୟା ଦୋଷୀଙ୍କୁ ୨...

କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ୬ ଲକ୍ଷ ୮୫ ହଜାର ଚାକିରି ଖାଲି ପଡ଼ିଛି। ଏନେଇ କେନ୍ଦ୍ର...

କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ ଚତୁଃପାର୍ଶ୍ୱ ରିଂ ରୋଡ୍‌ ୬ ଲେନ୍‌ ହେବ। କଟକ ଏସ୍‌ସିବି ମେଡିକାଲ ବିଶ୍ୱସ୍ତରୀୟ...

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କଲେ ୬୪୪ ସନ୍ତ୍ରାସବାଦୀ

ଗୁଆହାଟୀ,୨୩।୧: ଆସାମର ପ୍ରତିଷ୍ଠିତ ୮ସଙ୍ଗଠନର ୬୪୪ ସନ୍ତ୍ରାସବାଦୀ ୧୭୭ ମାରଣାସ୍ତ୍ର ସହ ଗୁରୁବାର ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ପୋଲିସ ମହାନିର୍ଦ୍ଦେଶକ ଭାସ୍କର ଜ୍ୟୋତି ମହାନ୍ତ କହିଛନ୍ତି ଏହା ରାଜ୍ୟ ପାଇଁ ଓ ପୋଲିସ ପାଇଁ ଏକ ମହତ୍ୱପୂର୍ଣ୍ଣ ଦିନ।...

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତାର ସ୍ଥାନ ନାହିଁ

ନୂଆଦିଲ୍ଲୀ,୨୩ା୧(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନ ଦିଗରେ ଭାରତ ଓ ପାକିସ୍ତାନକୁ ସହାୟତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତାବ ଦେଇଥିବାବେଳେ ନୂଆଦିଲ୍ଲୀ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଛି। କଶ୍ମୀର ଭାରତ ଓ...

ସାମ୍ବିଧାନିକ ପୀଠରେ ହେବ ସିଏଏ ଶୁଣାଣି

ନୂଆଦିଲ୍ଲୀ,୨୩ା୧(ପି.ଟି.): କେନ୍ଦ୍ର ସରକାରଙ୍କ ଯୁକ୍ତି ନ ଶୁଣି ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ୧୪୩ ପିଟିଶନ ଦାଏର ହୋଇଥିବାବେଳେ ଏହା...

ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ

ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ ଏକ ମାନବ ବିହୀନ ରକେଟରେ ମହାକାଶକୁ ପଠାଯିବାର ଯୋଜନା କରାଯାଇଛି। ବୁଧବାର ବ୍ୟୋମମିତ୍ରାର...

ଚନ୍ଦ୍ରୟାନ-୩ ପାଇଁ ଆରମ୍ଭ ହେଲାଣି କାମ: କେ. ଶିବନ

ବେଙ୍ଗାଲୁରୁ,୨୨।୧: ଚନ୍ଦ୍ରୟାନ-୩ ପାଇଁ କାମ ଆରମ୍ଭ ହୋଇ ସାରିଛି। ଏହାର ନିର୍ମାଣରେ ବୈଜ୍ଞାନିକମାନେ ଉତ୍ସାହର ସହିତ କାର୍ଯ୍ୟ ଜାରି ରଖିଛନ୍ତି ବୋଲି ଇସ୍ରୋ ମୁଖ୍ୟ କେ.ଶିବନ ବୁଧବାର ସୂଚନା ଦେଇଛନ୍ତି। ଚନ୍ଦ୍ରୟାନ-୩ ଲାଣ୍ଡର ଏବଂ କ୍ରାଫ୍ଟ ନିର୍ମାଣ ଲାଗି ୨୫୦...

ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍‌ସିବି ସ୍ଥାନାନ୍ତର

ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍‌.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ...

ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୧୦ ବାଳିକା ଏବଂ ୧୨ ଜଣ ବାଳକଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ...

ସିଏଏ: ସାମ୍ବିଧାନିକ ପୀଠରେ ହେବ ବିଚାର; ୪ ସପ୍ତାହ ମଧ୍ୟରେ କେନ୍ଦ୍ରର ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧: ସିଏଏ ନେଇ ସୁପ୍ରିମ୍‌କୋର୍ଟ ବୁଧବାର ୪ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। ଏହାର ବିରୋଧରେ ଦାଖଲ କରାଯାଇଥିବା ଆବେଦନ ସପକ୍ଷରେ ଆଇନଜୀବୀ କପିଲ ଶିବଲ ସିଏଏକୁ ୨ ମାସ ପାଇଁ ବାତିଲ କରିବାକୁ ଯୁକ୍ତି ଦର୍ଶାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri