Tag Archives: Home Middle

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍‌ସିବିକୁ...

କଂଗ୍ରେସରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ,୧୫।୪: ନିର୍ବାଚନ ସମୟରେ ନେତାଙ୍କ ସହ ଜଡିତ ନକଲି ଭିଡିଓ ଭାଇରାଲ ହେବାରେ ଲାଗିଛି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଦାବି କରାଯାଇଛି ଯେ ରାହୁଲ ଗାନ୍ଧୀ କଂଗ୍ରେସରୁ...

କଂଗ୍ରେସରୁ ବିଦା ହେବା ପରେ ସୁର କହିଲେ…

ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ତାଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି।...

ଇଲେକ୍ଟୋରାଲ ବଣ୍ଡ ଏକ ସକ୍ସେସ୍‌ ଷ୍ଟୋରୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୪: ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ସମ୍ପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁଜ ଏଜେନ୍ସି ଏନଆଇଏକୁ ସାକ୍ଷାତକାର ଦେଇ ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋ ସରକାର ୨୦୪୭...

କଂଗ୍ରେସରୁ ୬ ବର୍ଷ ପାଇଁ ସୁର ବିଦା

ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍‌ ଜରିଆରେ ଏହି ସୂଚନା ମିଳିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ...

୧୧ଟାରୁ ୩ଟା ଯାଏ ବାହାରେ କାମ କରିବା ମନା, ଚିଠି ଲେଖି ନିର୍ଦ୍ଦେଶ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୫।୪: ଖରାରେ ସିଝୁଛି ଓଡ଼ିଶା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ପ୍ରବଳ ଖରାରେ କାମ ନ କରିବାକୁ କଡ଼ା ଭାବେ ବାରଣ କରାଯାଇଛି। ଏ ନେଇ ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି...

ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୫।୪: ଡହଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର। ଦିନ ସାଢ଼େ ୨ଟାରେ ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ପାଲଟିଛି। ଚାନ୍ଦବାଲି ୪୧.୧, ଝାରସୁଗୁଡ଼ା ୪୧ ଡିଗ୍ରୀ, ବାଲେଶ୍ୱର ୪୦ ଡିଗ୍ରୀ, ହୀରାକୁଦ ୩୯.୫ ଡିଗ୍ରୀ, ସମ୍ବଲପୁର ୩୯.୪...

ରାହୁଲଙ୍କ ପରି ମୋଦି-ଶାହାଙ୍କ ହେଲିକପ୍ଟରର ବି ହେଉ ଯାଞ୍ଚ: ଜୟରାମ ରମେଶ

ନୂଆଦିଲ୍ଲୀ,୧୫।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାରରେ ନିୟୋଜିତ ନେତାମାନେ ଏବେ ରାଲି ଉପେର ରାଲି କରୁଛନ୍ତି। ଷ୍ଟାର ପ୍ରଚାରକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ହେଲିକପ୍ଟର ବ୍ୟବହାର କରୁଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ...

ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ମଡେଲ୍ ଅନୁଯାୟୀ ଆକଳନ ୫% କମ କିମ୍ବା ଅଧିକ ହୋଇପାରେ।...

ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ବସ୍ତି, ୨୯ ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରିଲିଫ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଇଡିଙ୍କୁ ନୋଟିସ ଜାରି କରିଛନ୍ତି ଏବଂ ଏପ୍ରିଲ ୨୪ ସୁଦ୍ଧା ଏହାର...

ଭାଜପାରେ ସାମିଲ ହେଲେ କାରଖାନା ଭାଉଜ

ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ହାସଲ କରିଥିଲେ। ଏହି...

ଇତିହାସରେ ପ୍ରଥମଥର ୪୦୦ରୁ କମ୍‌ ଆସନରେ ଲୋକ ସଭା ନିର୍ବାଚନ ଲଢୁଛି କଂଗ୍ରେସ

ନୂଆଦିଲ୍ଲୀ,୧୫।୪: ଦୀର୍ଘ ସମୟ ଧରି କ୍ଷମତାରେ ରହିଆସିଥିବା ତଥା ଦେଶର ସର୍ବ ପୁରାତନ ଦଳ ହୋଇଥିବା କଂଗ୍ରେସ ଏହାର ନିର୍ବାଚନ ଇତିହାସରେ ସର୍ବନିମ୍ନ ସଂଖ୍ୟକ ଆସନରେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୨୦୧୪ ଲୋକ ସଭା ନିର୍ବାଚନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri