Tag Archives: Home Middle

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବ୍ରୁ ଶରଣାର୍ଥୀଙ୍କ ପ୍ରତିନିଧି, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ...

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କୁ ପଚରାଉଚରା ସମୟରେ ଏହା ଜଣାପଡ଼ିଛି। ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଉଛନ୍ତି ଏଜାଜ୍‌...

ସମୀର ହେଲେ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ବରିଷ୍ଠ ନେତା ସମୀର ମହାନ୍ତି ରାଜ୍ୟ ଭାଜପା ସଭାପତି ନିର୍ବାଚିତ ହୋଇଛନ୍ତି। ଗୁରୁବାର ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମାର ଆନୁଷ୍ଠାନିକ ଭାବେ ଏହି ଘୋଷଣା କରିଛନ୍ତି। ପ୍ରକାଶ ଯେ, ୨୦୧୯ ଜାନୁୟାରୀରେ ସଭାପତି ବସନ୍ତ ପଣ୍ଡାଙ୍କ ତିନି ବର୍ଷୀୟା...

ନିର୍ଭୟା ମାମଲା: ଜେଲ୍‌ ପ୍ରଶାସନଙ୍କୁ ରିପୋର୍ଟ ମାଗିଲେ କୋର୍ଟ

ନୂଆଦିଲ୍ଲୀ,୧୬।୧: ଦୀର୍ଘ ୭ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଶୁଣାଣି କରି ଆଜି ଦିଲ୍ଲୀର ଏକ କୋର୍ଟ ତିହାର ଜେଲ୍‌ ପ୍ରଶାସନକୁ ରିପୋର୍ଟ ମାଗିଛନ୍ତି। ଆସନ୍ତା ୨୨ରେ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା...

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ ୨ରେ ଏକ ବୈଠକରେ ମୋଦି କହିଥିଲେ ଯେ, ବଡ଼ବଡ଼ ଔଷଧ କମ୍ପାନୀଗୁଡ଼ିକ...

ଶୁକ୍ରବାର ଜିସାଟ୍‌-୩୦ର ହେବ ଉତ୍‌କ୍ଷେପଣ: ୧୫ ବର୍ଷ ପାଇଁ କରିବ କାର୍ଯ୍ୟ

ସାୟେନି,୧୬।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଶୁକ୍ରବାର ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି କାର୍ଯ୍ୟ ଅଧିକ ଭଲ ଭାବେ ସମ୍ପନ୍ନ ହୋଇପାରିବ। ଏହାଦ୍ୱାରା ଭାରତରେ ଇଣ୍ଟରନେଟ୍‌ ସ୍ପିଡ୍‌...

ଆତଙ୍କବାଦୀଙ୍କୁ ସହାୟତା: ପାକିସ୍ତାନକୁ ଚେତାବନୀ ଦେଲା ବ୍ରିଟେନ୍‌

ଲଣ୍ଡନ,୧୬।୧: ପାକିସ୍ତାନ ଆତଙ୍କବାଦୀଙ୍କୁ ସହାୟତା ଜାରି ରଖିଛି। ଏନେଇ ବ୍ରିଟେନ୍‌ ପକ୍ଷରୁ ଗୁରୁବାର ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆତଙ୍କବାଦ ବିରୋଧରେ ପାକିସ୍ତାନ ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ଅଗାମୀ ଦିନରେ ଫାଇନାନ୍ସିଆଲ ଆକ୍ସନ୍‌ ଟ୍ୟାସ୍କ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ପକ୍ଷରୁ କଡ଼ା...

ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍‌

ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା। ତେବେ ଏନେଇ ଉପସ୍ଥିତ ଅନ୍ୟ ସଦସ୍ୟ କୌଣସି ମନ୍ତବ୍ୟ ଦେଇ ନ ଥିଲେ।...

ପୁରୀରେ ୭ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର କଲେ ସମୀକ୍ଷା

ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରୁ...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ସେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଜେ.ପି. ମିଶ୍ର ସୂଚନା ଦେଇଛନ୍ତି। ତେବେ କୁହୁଡ଼ି...

ନିର୍ଭୟା ମାମଲା: ମୁକେଶଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୧୬।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ମୁକେଶଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଗୁରୁବାର ଉପରାଜ୍ୟପାଳ ମୁକେଶଙ୍କ କ୍ଷମା ଆବେଦନକୁ ଖାରଜ କରି ଦେଇଛନ୍ତି। ଏବେ ଏହି କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇ ଦିଆଯିବ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri