Tag Archives: Home Middle

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର ବଳ ଭୂତପୂର୍ବ ସୈନିକ ଦିବସ ଅବସରରେ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ...

ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍‌ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍‌ ?

ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ ଥିବା ଜଣାପଡ଼ିଛି। ଏହି ମାମଲାରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୨୨ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ଦୋଷୀ: ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନ ମଙ୍ଗଳବାର ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ଜଷ୍ଟିଶ ଏନ୍‌ଭି ରାମଣ, ଅରୁଣ ମିଶ୍ର, ଆର୍‌ଏଫ୍‌ ନରିମନ,...

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା ଉପରେ ଭରସା ଅଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା କରାଯିବ।...

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ ହୋଇଥିବା ହିମ ସ୍ଖଳନରେ ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ...

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ...

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି...

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ ମାମଲାରେ ଫାଶୀ ପାଇଥିବା ଅଫଜଲ ଗୁରୁଙ୍କ ସହ ଏହି ଡିଏସ୍‌ପିଙ୍କ ସମ୍ପର୍କ...

କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍‌ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ ପ୍ରମୁଖ ବିରୋଧୀ ଦଳ ଏସ୍‌ପି, ବିଏସ୍‌ପି, ଟିଏମ୍‌ସି, ଶିବସେନା, ଡିଏମ୍‌କେ ଓ...

ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ ପ୍ଲାଟଫର୍ମରେ ପ୍ରିଫର୍ଡ ସେଲରଙ୍କ ସହ ସହଯୋଗିତା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର...

ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା...

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ ଏରିୟନ୍‌-୫-ଇସିଏ ଦ୍ୱାରା ଏହାକୁ ଭାରତୀୟ ସମୟ ରାତି ୨ଟା ୩୫ ମିନିଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri