Tag Archives: Home Middle

ସଙ୍କଟ ସ୍ଥିତି ଦେଇ ଗତି କରୁଛି ଦେଶ; ସିଏଏ ନୁହେଁ ଶାନ୍ତି ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ସୁପ୍ରିମକୋର୍ଟରେ ଆବେଦନ ଦାଖଲ କରାଯାଇଛି। ଏହାର ବିଚାର କରି ଗୁରୁବାର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଦେ କହିଛନ୍ତି ଯେ, ଦେଶ ସମ୍ପ୍ରତି ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏପରିସ୍ଥଳେ ସିଏଏ...

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କଲେ ବିନୟ

ନୂଆଦିଲ୍ଲୀ,୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ମଙ୍ଗଳବାର ଜାରି କରାଯିବା ପରେ ଗୁରୁବାର ଏମାନଙ୍କ ମଧ୍ୟରୁ ଦୋଷୀ ବିନୟ କୁମାର ଶର୍ମା ସୁପ୍ରିମକୋର୍ଟରେ ଏକ କ୍ୟୁରେଟିଭ ପିଟିଶନ ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର...

ଇରାକ ଉପରେ ପୁଣି ଆକ୍ରମଣ: ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ରକେଟ୍‌ ମାଡ

ବାଗଦାଦ,୯।୧: ଆମେରିକା ଓ ଇରାକ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ଥମିବାର ନାଁ ନେଉନି। ଗୁରୁବାର ସକାଳେ ଇରାକ ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ୨ଟି ରକେଟ୍‌ ମାଡ କରାଯାଇଥିବା ଖବର ମିଳିଛି। ଏହା ଇରାକରେ ଥିବା ଆମେରିକା ଦୂତାବାସର ମାତ୍ର...

ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍‌କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ ତାହା ଅସମ୍ପୂର୍ଣ୍ଣ ଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ଆମେରିକା-ଇରାନ୍‌ ଯୁଦ୍ଧ ହେଲେ ପ୍ରଭାବିତ ହେବ ଅଶୋଧିତ ତୈଳ ଦାମ: ଭାରତରେ ବି ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୧: ଆମେରିକା ଇରାନ୍‌ ମଧ୍ୟରେ ଯୁଦ୍ଧ ହେଲେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏପରି ହେଲେ ଭାରତରେ ପେଟ୍ରୋଲ ,ଡିଜେଲ ମହଙ୍ଗା ହେବ। ସମ୍ପ୍ରତି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମରେ ୩.୫...

ଆମେରିକା-ଇରାନ ଅଘୋଷିତ ଯୁଦ୍ଧ: କାହା ପାଖରେ ରହିଛି କେତେ ଅସ୍ତ୍ରଶସ୍ତ୍ର ?

ଓ୍ବାଶିଂଟନ/ତେହେରାନ,୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ଅଘୋଷିତ ଯୁଦ୍ଧ ନେଇ ଅନ୍ତର୍ଜାତୀୟ କ୍ଷେତ୍ରରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଯଦି ଉଭୟ ଦେଶ ମଧ୍ୟରେ ଯୁଦ୍ଧ ଘୋଷଣା ହୁଏ ଏହାର ପ୍ରଭାବ ପୃଥିବୀର ପ୍ରତିଟି ଦେଶରେ...

ପାଶ୍ଚାତ୍ୟ-ମଧ୍ୟପ୍ରାଚ୍ୟ ସଙ୍କଟ: ଭାରତ ଶାନ୍ତି ପ୍ରସ୍ତାବ ଦେଲେ ସ୍ବାଗତ କରିବ ଇରାନ

ନୂଆଦିଲ୍ଲୀ,୮।୧: ପାଶ୍ଚାତ୍ୟ ମଧ୍ୟପ୍ରାଚ୍ୟ ମଧ୍ୟରେ ସଙ୍କଟ ବଢ଼ିଚାଲିଛି। ଆମେରିକା ବାଗଦାଦ୍‌ ଉପରେ କରିଥିବା ଆକ୍ରମଣର ଜବାବ୍‌ ଇରାନ୍‌ ବୁଧବାର ଦେଇଛି। ଇରାନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ଠାରେ ୮୦...

ମୋଦି-ଶାହଙ୍କ ନୀତି ଯୋଗୁ ବଢୁଛି ବେକାରଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ,୮।୧: ବୁଧବାର ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନବିରୋଧ ଏବଂ ଆର୍ଥିକ ନୀତି ବିରୋଧରେ ୧୩ ଦଫା ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସମର୍ଥନ କରିଛନ୍ତି।...

ଭାରତ ବନ୍ଦର ପ୍ରଭାବ ପଶ୍ଚିମବଙ୍ଗରେ ଅଧିକ: ରେଳ ରୋକୋ କଲେ ପ୍ରଦର୍ଶନକାରୀ; ବ୍ୟାଙ୍କ ସେବା ଠପ୍‌; ୨୫ କୋଟି ଲୋକ ସାମିଲ୍‌

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ତଥା ଜନବିରୋଧୀ ନୀତି ବିରୋଧ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦରେ ୨୫ କୋଟି ଲୋକ ସାମିଲ୍‌ ହୋଇଥିବା କୁହାଯାଉଛି। ଏହାର ଅଧିକ ପ୍ରଭାବ...

ମଝି ଆକାଶରେ ୟୁକ୍ରେନ୍‌ର ବୋଇଙ୍ଗ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୮୦ ଯାତ୍ରୀ କରୁଥିଲେ ଯାତ୍ରା

ତେହେରାନ୍‌,୮।୧: ଆମେରିକା ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଥିବାବେଳେ ତେହେରାନ୍‌ ନିକଟରେ ମଝି ଆକାଶରେ ୭୯୦୦ ଫୁଟ ଉପରେ ୟୁକ୍ରେନ୍‌ର ଏକ ଯାତ୍ରୀବାହୀ ବୋଇଙ୍ଗ୍‌-୭୩୭ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ତେହେରାନ୍‌ର ଇମାମ୍‌ ଖୁମୈନି ବିମାନ ବନ୍ଦର ନିକଟରେ ଏହି...

ଆମେରିକା ଏୟାର ବେସ୍‌ ଉପରେ ଆକ୍ରମଣ କଲା ଇରାନ

ଓ୍ବାଶିଂଟନ, ୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନ ଇରାକରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇରାକର ଅଲ୍‌ ଅସଦ ଏବଂ ଇରବିଲ୍‌ ଏୟାର ବେସ୍‌ ଉପରେ ୨୨ ବାଲାଷ୍ଟିକ୍‌...

୨୦ ଜଣଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୮ା୧(ପି.ଟି./ ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଘଟିଥିବା ହିଂସାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ମଙ୍ଗଳବାର ପୋଲିସ ୨୦ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ ଏଫ୍‌ଆଇଆର୍‌ରେ ଜେଏନ୍‌ୟୁ ଛାତ୍ର ସଂସଦ ସଭାପତି ଐଶେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri