Tag Archives: Home Middle

କଂଗ୍ରେସ ପ୍ରତିଷ୍ଠା ଦିବସରେ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ : ଏନ୍‌ପିଆର୍‌, ଏନ୍‌ଆର୍‌ସି ଦ୍ୱିତୀୟ ବିମୁଦ୍ରୀକରଣ

ନୂଆଦିଲ୍ଲୀ/ ଗୁଆହାଟୀ,୨୯ା୧୨(ପି.ଟି.): କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ ଅବସରରେ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ପ୍ରସ୍ତାବିତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ସମାଲୋଚନା କରି...

ଅସହାୟଙ୍କ ପାଇଁ ରାତିରେ ଖୋଲା ରହିବ ସ୍କୁଲ କୋଠା

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ସରକାର ସତର୍କ ପଦକ୍ଷେପ ଗ୍ରହଣ କରିଛନ୍ତି। ସବୁ ବ୍ଲକ, ତହସିଲ, ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଗରିବ, ବାସହୀନ, ଅସହାୟଙ୍କ ପାଇଁ ରାତ୍ର ଆଶ୍ରୟସ୍ଥଳ, ସ୍କୁଲ, ସର୍ବସାଧାରଣ କୋଠା...

ଆର୍ଥିକ ପ୍ରସଙ୍ଗଠାରୁ ଲୋକଙ୍କ ଦୃଷ୍ଟି ହଟାଇବାକୁ ଯୋଜନା କରୁଛନ୍ତି ମୋଦି ସରକାର: ଆଣ୍ଟୋନୀ

ନୂଆଦିଲ୍ଲୀ,୨୮।୧୨: ଦେଶର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ଦୃଷ୍ଟି ଏହି ପ୍ରମୁଖ ପ୍ରସଙ୍ଗଠାରୁ ହଟାଇବା ପାଇଁ ଯୋଜନା କରୁଛନ୍ତି। ଏନେଇ କଂଗ୍ରେସ ନେତା ଏ.କେ. ଆଣ୍ଟୋନୀ ଅଭିଯୋଗ କରିଛନ୍ତି।...

ସିବିଏସ୍‌ଇ ବିଦ୍ୟାଳୟ ପରିସର ହେବ ‘କ୍ରୋଧ ମୁକ୍ତ ଅଞ୍ଚଳ’

ନୂଆଦିଲ୍ଲୀ,୨୮।୧୨: ଏଣିକି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ସମସ୍ତ ବିଦ୍ୟାଳୟ ପରିସର ‘କ୍ରୋଧ ମୁକ୍ତ ଅଞ୍ଚଳ’ରେ ପରିଣତ ହେବ। ବିଦ୍ୟାଳୟ ପରିସରରେ ଶିକ୍ଷୟିତ୍ରୀ,ଶିକ୍ଷକ ଏବଂ ଛାତ୍ରୀଛାତ୍ର କେହି ମଧ୍ୟ କ୍ରୋଧ ପ୍ରକାଶ କରିବେ ନାହିଁ। ଏହା...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୨ ଗୁଣା ବୃଦ୍ଧି ପାଇଛି ଅସ୍ତ୍ରବିରତି ଉଲ୍ଲଂଘନ: ଚଳିତ ବର୍ଷ ୩୨ ଶହ ଥରରୁ ଅଧିକ

ଶ୍ରୀନଗର,୨୮।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ଉତ୍ତେଜନା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାକିସ୍ତାନ ୨୦୦୩ ଚୁକ୍ତିର ଅବମାନନା କରି ୩୨ ଶହ ଥରରୁ ଅଧିକ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଅନୁଚ୍ଛେଦ ୩୭୦...

କଂଗ୍ରେସକୁ ପୂରିଲା ୧୩୫ ବର୍ଷ: ଦେଶବ୍ୟାପି ‘ସମ୍ବିଧାନ ବଚାଓ, ଭାରତ ବଚାଓ’ ରାଲି

ନୂଆଦିଲ୍ଲୀ, ୨୮।୧୨: କଂଗ୍ରେସ ଶନିବାର ୧୩୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ କଂଗ୍ରେସ ପକ୍ଷରୁ ଜାତୀୟ ପତାକା ଉତ୍ତୋଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପୂର୍ବତନ...

ଥଣ୍ଡାରେ ଥରୁଛି ଦିଲ୍ଲୀ: ଭାଙ୍ଗିଲା ୧୧୮ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୧୨: ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏଠାରେ ଶନିବାର ନ୍ୟୁନତମ ତାପମାତ୍ରା ୨.୪ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଏହା ୧୧୮ ବର୍ଷର ରେକର୍ଡ ଭାଙ୍ଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯୦୧ ପରେ ଦିଲ୍ଲୀରେ ଏଭଳି...

‘ଏନ୍‌ଆର୍‌ସି-ଏନ୍‌ପିଆର୍‌ ଗରିବଙ୍କ ଉପରେ ଟାକ୍ସ’

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ନେଇ ଶାସକ ଭାଜପା ଓ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ ଦୁଇଦଳ ପକ୍ଷରୁ...

ମୋଦିଙ୍କ ମିଛ ଧରାପକାଇଲେ ଗୋଗୋଇ

ଗୁଆହାଟୀ,୨୮ା୧୨: ଦେଶରେ ଅଟକ କେନ୍ଦ୍ର ନାହିଁ ବୋଲି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବାବେଳେ ଏହାକୁ ନେଇ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ପ୍ରଶ୍ନ ଉଠାଇଛନ୍ତି। ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରୁ ବେଆଇନ ଶରଣାର୍ଥୀମାନଙ୍କ ପାଇଁ ଅଟକ...

ମାଓବାଦୀ ପ୍ରବଣ ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସୁଛନ୍ତି। ମଝିରେ ମଝିରେ ବିଦେଶୀ ପର୍ଯ୍ୟଟକ ମଧ୍ୟ ଏଠାକୁ ଆସୁଛନ୍ତି। ଶୁକ୍ରବାର କାନାଡାର ୬ଜଣ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବଜାର...

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଚଳିତବର୍ଷର ଯୁକ୍ତ ୨ ପରୀକ୍ଷା ଲାଗି ଶୁକ୍ରବାର ତାରିଖ ଘୋଷଣା କରାଯାଇଛି। ମାର୍ଚ୍ଚ ୩ରୁ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୨୮ଯାଏ ଚାଲିବ। ସେହିଭଳି...

ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପ୍ରଦୀପ ମାଝି, ନିଜ ଆଡ଼ୁ ଏତଲା କଲା ନବରଙ୍ଗପୁର ପୋଲିସ

ନବରଙ୍ଗପୁର,୨୭।୧୨(ବି.ପ୍ର.): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପୂର୍ବତନ ଏମ୍‌ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି। ନବରଙ୍ଗପୁର ଟାଉନ ଥାନାରେ ନିଜ ତରଫରୁ ପୋଲିସ ପ୍ରଦୀପଙ୍କ ସହ ମୋଟ ୧୫ଜଣଙ୍କ ନାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri