Tag Archives: Home Middle

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ...

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର...

ବଟ୍‌ଲିଂ ପ୍ଲାଣ୍ଟ, ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟନ ଆଜି: ଯୋଗଦେବେ ଉପରାଷ୍ଟ୍ରପତି

ବଲାଙ୍ଗୀର ଅଫିସ, ୨୭-୧୨:ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଉଭୟ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ଯୋଗଦେବେ ଭାରତର ଉପରାଷ୍ଟ୍ରପତି ଏମ୍‌.ଭେଙ୍କିୟା ନାଇଡୁ। ସକାଳ ୮ଟା...

ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର: ସତର୍କ ସୂଚନା ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୨୬।୧୨: ପଞ୍ଜାବରେ ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଆଇଏସ୍‌ଆଇ ପକ୍ଷରୁ କେତେକ ଆତଙ୍କବାଦୀ ସଂଗଠନ ସହିତ ଗୁପ୍ତ ବୈଠକ ମଧ୍ୟ ହୋଇସାରିଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗକୁ ଗୁପ୍ତ...

ସିଏଏ ଏକ ଐତିହାସିକ ପଦକ୍ଷେପ, କଂଗ୍ରେସ ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଗତ ଶୀତ ଅଧିବେଶନରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୯୪୭ରେ ଦେଶ ବିଭାଜନ ହେବା ପରେ ପାକିସ୍ତାନରୁ ଭାରତକୁ ଆସିଥିବା ଅନେକ ଶରଣାର୍ଥୀ ଦୁର୍ବିସହ ଜୀବନ ବିତାଉଥିଲେ।...

ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍‌ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ପଟରୁ କରାଯାଇଥିବା ଗୁଳି ଚାଳନାରେ ଭାରତୀୟ ସେନାର ଜଣେ...

ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ ଦେଖିଲେ ମୋଦି

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ବିରଳ ଦୃଶ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଖିଥିବା ବେଳେ ଏହାର ଏକ ଫଟୋ ଶେୟାର କରିଛନ୍ତି। ଏହା ପୂର୍ଣ୍ଣ ସୂର୍ଯ୍ୟୋପରାଗ ହୋଇ ନ ଥିବା ବେଳେ ସୂର୍ଯ୍ୟର...

ସୂର୍ଯ୍ୟୋପରାଗ: ପଠାଣି ସାମନ୍ତ ପ୍ଲାନେଟାରିୟମରେ ଦର୍ଶକଙ୍କ ଗହଳି, ଆକାଶ ମେଘାଚ୍ଛନ୍ନ ଲାଗି ଦେଖିବାରୁ ବଞ୍ଚିତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଆରମ୍ଭ ହୋଇଛି ଚଳିତ ବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦେଖିବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲାସ୍ଥିତ ଅବଦୁଲ କଲାମ ପ୍ଲାନେଟାରିୟମ,...

ଦୃଶ୍ୟମାନ ହେଲା ବର୍ଷର ଶେଷ ସୂର୍ଯ୍ୟୋପରାଗ

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ଖଣ୍ଡଗ୍ରାସ ସୂର୍ଯ୍ୟୋପରାଗ ଦେଶର ବିଭିନ୍ନ ଭାଗରେ ଦେଖିବାକୁ ମିଳିଛି। ବିଭିନ୍ନ ପ୍ଲାନେଟୋରିୟମରେ ଏହି ବିରଳ ଦୃଶ୍ୟ ଦେଖିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। କାରଣ ଏହାକୁ ଖାଲି...

ସଙ୍କଟରେ ଟେଲିକମ୍‌ ବଜାର

ନୂଆଦିଲ୍ଲୀ,୨୬ା୧୨: ସମୟ ଥିଲା ଦିନେ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଟେଲିକମ୍‌ ବଜାର ଭାବେ ପରିଗଣିତ ହେଉଥିଲା। ଏବେ ଦେଶର ଟେଲିକମ୍‌ ଶିଳ୍ପ ସଙ୍କଟଜନକ ସ୍ଥିତି ଦେଇ ଗତି କରୁଥିବା ଜଣାପଡିଛି। ସାରା ବିଶ୍ୱରେ ସବୁଠାରୁ ଶସ୍ତାରେ ଟେଲିକମ୍‌ ସେବା...

ସ୍କୁଲକୁ ଛାତ୍ରୀଛାତ୍ର ଗାଡ଼ି ନେଇ ଆସିବା ମନା, ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ସ୍କୁଲରେ ପଢ଼ୁଥିବା ପିଲାଙ୍କୁ ବାଇକ୍‌ ମନା। ୧୮ ବର୍ଷରୁ କମ୍‌ ବୟସର ପିଲାମାନେ ସ୍କୁଲକୁ ବାଇକ ଆଣି ଆସିପାରିବେ ନାହିଁ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ...

ଅଯୋଧ୍ୟାରେ ଆକ୍ରମଣ ପାଇଁ ଜୈଶ୍‌ର ଷଡ଼ଯନ୍ତ୍ର: ଧରାପଡ଼ିଲା ମାସୁଦ୍‌ ଅଝାରଙ୍କ ଗୁପ୍ତବାର୍ତ୍ତା

ନୂଆଦିଲ୍ଲୀ,୨୫।୧୨: ଅଯୋଧ୍ୟାରେ ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଷଡ଼ଯନ୍ତ୍ର ରଚିଛି। ଏନେଇ ଜୈଶ୍‌ ମୁଖ୍ୟ ମାସୁଦ୍‌ ଅଝାରଙ୍କ ଏକ ଗୁପ୍ତବାର୍ତ୍ତା ଭାରତୀୟ ଗୋଇନ୍ଦା ବିଭାଗ ହାତରେ ଧରାପଡ଼ିଛି। ଗୁପ୍ତବାର୍ତ୍ତା ମିଳିବା ପରେ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri