Tag Archives: Home Middle

ମୋଦିଙ୍କ ଶାସନରେ ବେକାର ସମସ୍ୟା, ମହଙ୍ଗା ଦର ଏବଂ ଛଟେଇ ବଢ଼ି ଚାଲିଛି: ପ୍ରିୟଙ୍କା

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ବଚାଓ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୋଦି ସରକାରଙ୍କ ଶାସନରେ ଦେଶରେ ବେକାର ସମସ୍ୟା ବୃଦ୍ଧି ପାଇଛି। ଗତ ୪୫ ବର୍ଷ ମଧ୍ୟରେ ଏହା...

୧୫ ବର୍ଷର ପ୍ରତୀକ୍ଷା ପରେ ସେନାକୁ ମିଳିବ ଆସଲ୍ଟ ରାଇଫଲ୍‌: ଖର୍ଚ୍ଚ ହେବ ୬୩୮ କୋଟି

ନୂଆଦିଲ୍ଲୀ,୧୪।୧୨: ଭାରତୀୟ ସେନାକୁ ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ୨୦୨୦ ଫେବୃୟାରୀରେ ଆମେରିକାରେ ନିର୍ମିତ ଆସଲ୍ଟ ରାଇଫଲ୍‌ ମିଳିବ। ପ୍ରଥମ ପର୍ଯ୍ୟାୟରେ ଆମେରିକା କମ୍ପାନୀ ଏସ୍‌ଆଇଜି ସାଉୟେର ୧୦ ହଜାର ଆସଲ୍ଟ ଏସ୍‌ଆଇଜି-୭୧୬ ରାଇଫଲ ଯୋଗାଇ ଦେବ। ଭାରତକୁ...

ସୋମବାର ଝାଡ଼ଖଣ୍ଡରେ ଚତୁର୍ଥ ପର୍ଯ୍ୟାୟ ମତଦାନ: ୧୫ ଆସନରେ ୨୨୧ ପ୍ରାର୍ଥୀ

ରାଞ୍ଚି, ୧୪।୧୨: ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୫ଟି ଆସନ ଲାଗି ମତଦାନ କରାଯିବ। ନିର୍ବାଚନ ମଇଦାନରେ ୨୧୧ ଜଣ ପ୍ରାର୍ଥୀଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ...

ଉଭୟ ଗୃହ ସାଇନ୍‌-ଏ-ଡାଏ

ନୂଆଦିଲ୍ଲୀ,୧୪।୧୨(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହକୁ ଶୁକ୍ରବାର ସାଇନ-ଏ-ଡାଏ ଘୋଷଣା କରାଯାଇଛି। ଚଳିତ ଶୀତ ଅଧିବେଶନରେ ଲୋକ ସଭା ୧୩୦ ଘଣ୍ଟା ୪୫ ମିନିଟ କାର୍ଯ୍ୟ କରିଥିବା ବାଚସ୍ପତି ଓମ୍‌ ବିର୍ଲା କହିଛନ୍ତି। ସେହିପରି ରାଜ୍ୟ ସଭା ଅଧିବେଶନ ୧୦୭ ଘଣ୍ଟା...

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପଶ୍ଚିମବଙ୍ଗକୁ ବ୍ୟାପିଲା ନିଆଁ

ଗୁଆହାଟୀ/ନୂଆଦିଲ୍ଲୀ/କୋଲକାତା, ୧୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ନୂଆ ନାଗରିକତ୍ୱ ଆଇନକୁ ନେଇ ଉତ୍ତର-ପୂର୍ବାଞ୍ଚଳରେ ଚାଲିଥିବା ଆନ୍ଦୋଳନର ନିଆଁ ଶୁକ୍ରବାର ପଶ୍ଚିମବଙ୍ଗକୁ ବ୍ୟାପିଛି। ଆସାମ, ତ୍ରିପୁରା, ମଣିପୁର, ସିକିମ, ମେଘାଳୟ ଓ ତ୍ରିପୁରାରେ ସ୍ଥିତି ସାମାନ୍ୟ ସୁଧୁରିଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ଏବଂ ପୋଡ଼ାଜଳା...

ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝର ଜିଲାର ୯୭୦ଜଣ ତୀର୍ଥଯାତ୍ରୀଙ୍କୁ...

ଟାଇଲ୍‌ ଲଗାଇ ପ୍ରଧାନମନ୍ତ୍ରୀ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାର ଟାଇଲ ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାମ ପରିବର୍ତ୍ତନ...

ସାଇକେଲ ଚଢି ଅଫିସ୍‌ ଆସିଲେ ବିଏମ୍‌ସି, ବିଡିଏ କର୍ମଚାରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ ନିମନ୍ତେ ଅଣମୋଟର ଯାନ ଉପଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତି ଶୁକ୍ରବାର ନିଶ୍ଚିତ...

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର...

ସଂସଦ ଆକ୍ରମଣରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ୧୮ ବର୍ଷ ତଳେ ଅର୍ଥାତ୍‌ ୨୦୦୧ରେ ସଂସଦରେ ହୋଇଥିବା ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ଓ...

ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ...

ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri