Tag Archives: Home Middle

ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଥିଲେ ତାକୁ ବିରୋଧ କରି ପୁନର୍ବିଚାର...

ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ କସବା ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ବି.ଏସ୍‌. ସିରପୁରକରଙ୍କୁ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଆୟୋଗରେ...

ନାଗରିକତା ସଂଶୋଧନ ବିଲ୍‌ ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ: ମୁସଲିମ୍‌ ଲିଗ୍‌ ପକ୍ଷରୁ ଲଢ଼ିବେ ସିିବଲ୍‌

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍‌ ୟୁନିୟନ ମୁସଲିମ୍‌ ଲିଗ୍‌ ପକ୍ଷରୁ ଆବେଦନ ଦାଖଲ କରାଯାଇଛି। ମୁସଲିମ୍‌ ଳିଗ୍‌ ପକ୍ଷରୁ କପିଲ୍‌ ସିବଲ୍‌...

ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ

ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ ଅଧିକ ଛୋଟ ଛୋଟ ଭଙ୍ଗାରୁଜା ଅଂଶ ମଧ୍ୟ ରହିଛି। ଫଳରେ ମହାକାଶ ପ୍ରଦୂଷିତ...

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୮ଟି ଜିଲାର ୧୭ଟି ଆସନ ଲାଗି ମତଦାନ କରାଯାଉଛି।...

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ କେବଳ ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା। ତେବେ ଏହି ବିବାଦୀୟ ବିଲ୍‌ ସାମ୍ନାରୁ...

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ ଉଚ୍ଚ ସଦନରେ ଉପସ୍ଥାପନ କରିବାବେଳେ ବିଲ୍‌କୁ ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ...

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ଭାରତରେ ଆସି ରହିଥିବା...

ଭାରତ ସିରିଜ ବିଜୟୀ

ମୁମ୍ବାଇ, ୧୧।୧୨-ରୋହିତ ଶର୍ମା, ଲୋକେଶ ରାହୁଲ ଓ ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬୭ ରନରେ ହରାଇ ଦେଇଛି। ଭାରତ ପକ୍ଷରୁ ଧାର୍ଯ୍ୟ...

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri