Tag Archives: Home Middle

ବୁଧବାର ରାଜ୍ୟ ସଭାରେ ଆଗତ ହେବ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଗୃହୀତ ହୋଇଛି। ଏବେ ଏହାକୁ ବୁଧବାର ରାଜ୍ୟ ସଭାରେ ଉପସ୍ଥାପନ କରାଯିବ। ନାଗରିକତା ସଂଶୋଧନ ବିଲ୍‌ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯାଇଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ...

ନାଗରିକତା ସଂଶୋଧନ ବିଲ୍‌ : ରାଜ୍ୟ ସଭାରେ ଭାଜପା ପାଇଁ ନମ୍ବର ଗେମ୍‌ ୧୨୧

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଛି। ଏବେ ବିଲ୍‌କୁ ରାଜ୍ୟ ସଭାରେ ଆଗତ କରାଯିବ। ରାଜ୍ୟ ସଭାର ସଦସ୍ୟ ସଂଖ୍ୟା ୨୪୫। ତେବେ ବର୍ତ୍ତମାନ ୫ ଜଣଙ୍କ ସ୍ଥାନ ଖାଲି ରହିଛି। ଫଳରେ ସଦସ୍ୟ ସଂଖ୍ୟା...

ନାଗରିକତ୍ୱ ବିଲ୍‌କୁ ବିରୋଧ

ନୂଆଦିଲ୍ଲୀ/ଗୁଆହାଟୀ/ଅଗରତାଲା,୧୦ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌କୁ ବିରୋଧ କରି ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲାବେଳେ ଆସାମ ଓ ତ୍ରିପୁରାରେ ୪୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଲୋକ ସଭାରେ ବିପକ୍ଷ ଦଳଗୁଡିକର ଜୋର୍‌ଦାର ବିରୋଧ ମଧ୍ୟରେ...

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ...

‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ତତ୍ପରତା: ଦିଲ୍ଲୀରେ ଜମି ମାଗିଲେ ନବୀନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ):ନୂଆଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ସହଯୋଗ ଲୋଡ଼ି କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ହେଲା ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପ୍ରତିଷ୍ଠା...

ପ୍ରଦୂଷଣରେ କଲବଲ ଜୀବନ:କ୍ରଶର ବନ୍ଦ ଦାବି କଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୧୦।୧୨ ଢେଙ୍କାନାଳ ସହର ଉପକଣ୍ଠ ଯତନନଗର ଅଞ୍ଚଳରେ ଥିବା କ୍ରଶର ୟୁନିଟ୍‌ ବନ୍ଦ ଦାବିରେ ସୋମବାର ମଧୁସୂଦନ ଆବାସିକ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଜନସାଧାରଣ ରାସ୍ତାକୁ ଓହ୍ଲାଇଛନ୍ତି। ଅଞ୍ଚଳବାସୀଙ୍କ କହିବା କଥା, ଉକ୍ତ କ୍ରଶର...

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା...

ପାଠ୍ୟପୁସ୍ତକରେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ ଅଫିସ, ୯ା୧୨:ବାଲୁକା କଳାକୁ ନେଇ ଓଡ଼ିଶାର ଯେଉଁ କେତେଜଣ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି ସେମାନଙ୍କ ମଧ୍ୟରୁ ପ୍ରମୁଖ ହେଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ତାଙ୍କ ବାଲୁକା କଳା କେବଳ ଓଡ଼ିଶା କି ଭାରତ...

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ...

ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ...

ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ଗୃହରେ ଉପସ୍ଥିତ ଥିବା ୩୭୫ ସଦସ୍ୟଙ୍କ ମଧ୍ୟରୁ ଆଗତ ସପକ୍ଷରେ ୨୯୩ ଭୋଟ ପଡ଼ିଥିବାବେଳେ ବିରୋଧରେ ୮୨ ଭୋଟ ପଡ଼ିଥିଲା। ବିଲ୍‌ ଉପରେ...

ନିର୍ଭୟା କାଣ୍ଡ: ଡିସେମ୍ବର ୧୬ରେ ଦୋଷୀଙ୍କୁ ହୋଇପାରେ ଫାଶୀ

ନୂଆଦିଲ୍ଲୀ,୯।୧୨: ନିର୍ଭୟା କାଣ୍ଡକୁ ଇତିମଧ୍ୟରେ ୭ ବର୍ଷ ବିତି ଯାଇଛି। ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କୁ ଡିସେମ୍ବର ୧୬ରେ ଫାଶୀ ଦିଆଯିବ ବୋଲି କୁହାଯାଉଛି। ୭ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ନିର୍ଭୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri