Tag Archives: Home Middle

ଶରଣାର୍ଥୀଙ୍କୁ ଭାରତର ନାଗରିକତା ଦିଆଯାଉ କିନ୍ତୁ ୨୫ ବର୍ଷ ପର୍ଯ୍ୟନ୍ତ ଭୋଟଦାନ ଅଧିକାର ନ ମିଳୁ: ଶିବସେନା

ମୁମ୍ବାଇ,୯।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଶିବସେନା ପୁଣି ଥରେ ମନ୍ତବ୍ୟ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପ୍ରସ୍ତାବକୁ ଶିବସେନା ସମର୍ଥନ କରି କହିଛି ଯେ, ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ଆସିଥିବା ହିନ୍ଦୁ,...

କର୍ନାଟକ ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ଟି ବିଧାନସଭା ଆସନ ପାଇଁ ହୋଇଥିବାଉପନିର୍ବାଚନର ମତଗଣନା ସୋମବାର ସକାଳ ୮ଟାଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଅପରାହ୍ନ ୪ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ଆଶା କରାଯାଉଛି। ଫଳାଫଳ ଉପରେ ମୁଖ୍ୟମନ୍ତ୍ରୀ ବି.ଏସ୍‌....

ମୃତ୍ୟୁ ନିଆଁରେ ରାଜନୀତି

ନୂଆଦିଲ୍ଲୀ,୯ା୧୨: ଦିଲ୍ଲୀର ଅନାଜ ମଣ୍ଡି ନିଆଁରେ ଜଳିଯାଇଛି ୪୩ ଜୀବନ। ଏହି ଘଟଣା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିବାବେଳେ ଏଥିରେ ବି ରାଜନୀତିର ରୁଟି ସେକିବାକୁ ପଛାଉନାହାନ୍ତି ଦଳ। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ନେଇ ରାଜନୀତି ଜୋର...

‘ଆଇପିସି, ସିଆର୍‌ପିସିରେ ହେବ ପରିବର୍ତ୍ତନ’

ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍‌ପିସିରେ ସଂଶୋଧନ ଆଣିବାକୁ କେନ୍ଦ୍ରର ଏନ୍‌ଡିଏ ସରକାର ସଂକଳ୍ପବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଦେଶ...

ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ

ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି ଆପରାଧୀକ ଘଟଣାର ଅନ୍ତ ଘଟିବ ବୋଲି ପୁଣେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ତୃତୀୟ ମହଲାରେ ନିଦରେ ଶୋଇଥିଲେ ଲୋକେ: ନିଆଁ ତ ଲିଭିଲା; ଭାଙ୍ଗିଲାନି ମହାନିଦ୍ରା

ନୂଆଦିଲ୍ଲୀ,୮।୧୨: ଉପହାର ସିନେମା ହଲ୍‌ରେ ୨୨ ବର୍ଷ ତଳେ ଘଟିଥିବା ଅଗ୍ନିକାଣ୍ଡ ଘଟଣାକୁ ପୁଣି ଥରେ ଦିଲ୍ଲୀବାସୀଙ୍କୁ ମନେ ପକାଇ ଦେଇଛି ରବିବାରର ଘଟଣା। ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଖାଦ୍ୟଶସ୍ୟ ମଣ୍ଡିର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟି...

ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛି ଓଡ଼ିଶା, ଭୂଖଣ୍ଡରେ ଛିଡ଼ା ହୋଇ ନିଜକୁ ଭାଗ୍ୟବାନ ମନେ କରୁଛି: ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍‌ ଜୁବିଲିିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ବକ୍ତବ୍ୟ ରଖି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ସାରା ଜଗତକୁ ଶାନ୍ତିର ବାର୍ତ୍ତା ଦେଇଛି। ଏହି ଭୂଖଣ୍ଡରେ ଛିଡ଼ା ହୋଇ ମୁଁ ନିଜକୁ...

ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି କହିଲେ ପାଇକ ସଂଗାମ ହେଉଛି ଭାରତର ଗର୍ବ ଓ ଗୌରବର ସ୍ମାରକୀ।...

ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ...

ଗୋଟିଏ ବର୍ଷରେ ୨୫ ରାଜନୈତିକ ଦଳଙ୍କ ପାଣ୍ଠି ସଂଗ୍ରହ ୧୧୫୫ କୋଟିରୁ ଅଧିକ: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୮।୧୨: ଦେଶର ୨୫ଟି ରାଜନୈତିକ ଦଳର ମୋଟ ପାଣ୍ଠି ସଂଗ୍ରହ ଗୋଟିଏ ବର୍ଷ ମଧ୍ୟରେ ୩୨୯ କୋଟିରୁ ବୃଦ୍ଧି ପାଇ ୧୧୫୫ କୋଟି ଟଙ୍କା ହୋଇଛି। ଏନେଇ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।...

କାରଖାନାରେ ଭୟାବହ ଅଗ୍ନିକାଣ୍ଡ: ୪୩ ମୃତ; ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୮।୧୨: କେନ୍ଦ୍ରୀୟ ଦିଲ୍ଲୀର ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଏକ ସ୍କୁଲ ବ୍ୟାଗ୍‌ ତିଆରି କାରଖାନାରେ ରବିବାର ଭୋର୍‌ ୫ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି। ଖବର ପାଇ ୩୦ ଦମକଳ...

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ ଆଶା କରାଯାଉଥିବା ଜାଡ଼ ନ ଥିବାରୁ ନିରାଶ ହୋଇଛନ୍ତି। ତେବେ ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri