Tag Archives: Home Middle

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି। ୧୯୬୦ଠାରୁ ଏହି ପ୍ରସ୍ତାବକୁ ପ୍ରତି ୧୦ ବର୍ଷ ବଢ଼ାଯାଉଛି। ପୂର୍ବରୁ ୨୦୦୯ରେ...

ନାଗରିକତା ସଂଶୋଧନ ବିଲ୍‌: ରାଜ୍ୟସଭାରେ ଭାଜପା ପାଇଁ ଅଡୁଆ ସ୍ଥିତି

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏବେ ବିଲ୍‌କୁ ଲୋକ ସଭା ଏବଂ ରାଜ୍ୟ ସଭାରେ ଆଗତ କରାଯିବ। ଲୋକ ସଭାରେ ଏହା ପାରିତ ହେବାରେ କୌଣସି ଅସୁବିଧା ହେବ ନାହିଁ। ଭାଜପା...

ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ

ମାଦ୍ରିଦ୍‌,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍‌ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ଏକ ତଥ୍ୟ ଭିତ୍ତିକ ରିପୋର୍ଟ...

୪୦୭ ବର୍ଷରେ ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪।୧୨: ଭାରତୀୟ ନୌସେନାକୁ ଇତିମଧ୍ୟରେ ପୂରିଛି ୪ଶହ ୭ ବର୍ଷ। ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ବୀରତ୍ୱ ପାଇଁ ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ ନୌସେନା ଦିବସ ପାଳିତ ହେଉଛି। ୧୬୧୨ ସେପ୍ଟେମ୍ବର ୫ରେ ଏହା ସ୍ଥାପିତ ହୋଇଥିଲା।...

ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା

କଟକ ଅଫିସ୍‌,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦...

ଭୟ କମାଉଛି ବିଳମ୍ବିତ ନ୍ୟାୟ

ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି...

ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା

ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍‌ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ...

‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର

ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ ସ୍ଥାନର ଏକ ମୋଜାଇକ୍‌ ଛବି ଜାରି କରିଥିଲା। ଏହାସହ ବିକ୍ରମକୁ ଖୋଜି ବାହାର...

ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ। ସମାଜର ବିକାଶରେ ସେମାନଙ୍କର ମଧ୍ୟ ଅବଦାନ ରହିଛି। ଉପଯୁକ୍ତ ତାଲିମ ଓ ପ୍ରୋତ୍ସାହନ ଦ୍ୱାରା ସେମାନେ ମଧ୍ୟ ଦକ୍ଷତା ଓ ପ୍ରତିଭା ଦେଖାଇ ପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱ...

ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୫ପ୍ରତିଶତ ବାସିନ୍ଦା ନିଜ...

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି। ଏକ ରିପୋର୍ଟ ଅନୁସାରେ ଶେଷ ଥର ପାଇଁ ପ୍ରଧାନମନ୍ତ୍ରୀ ମନମୋହନ...

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର ବିଶିଷ୍ଟ ୨୫ଟି ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ଏହା ସହିତ ୩୩ ପ୍ରତିଶତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri