Tag Archives: Home Middle

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର ତାରିଖ ଖୁବ୍‌ଶୀଘ୍ର ଆସିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଏହାକୁ ନେଇ...

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍‌ ସିଂ...

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ...

ମୋଦିଙ୍କ ସହିତ ଗୁପ୍ତବୈଠକ: ମିଳିମିଶି କାମ କରିବାକୁ ମନା କରିଥିଲେ ଶରଦ ପାଓ୍ବାର !

ନୂଆଦିଲ୍ଲୀ,୩।୧୨: ମହାରାଷ୍ଟ୍ରରେ ସରକାର ଗଠନ ନେଇ ସଙ୍କଟ ଦେଖାଦେଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଭେଟିଥିଲେ। ଏହି ଗୁପ୍ତବୈଠକରେ କେଉଁ କେଉଁ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ସେ ନେଇ ଶରଦ ପାଓ୍ବାର ସୂଚନା ଦେଇଛନ୍ତି।...

ଲୋକସଭାରେ ପ୍ରସଙ୍ଗ ଉପସ୍ଥାପନ ପାଇଁ କଂଗ୍ରେସ ନେତାଙ୍କ ସହାୟତା ନେଉଥିଲେ ସୁମିତ୍ରା ମହାଜନ

ନୂଆଦିଲ୍ଲୀ,୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଶିଳ୍ପପତି ରାହୁଳ ବଜାଜ୍‌ଙ୍କର ଟିପ୍ପଣୀ ପରେ ଏବେ ପୂର୍ବତନ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନଙ୍କ ମନ୍ତବ୍ୟ ନେଇ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସୋସିଆଲ ମିଡ଼ିଆରେ ଏହା ଏବେ ଭାଇରାଲ ହେବାରେ...

ରାଜ୍ୟରେ ବଳାତ୍କାର ମାମଲା ବଢିଚାଲିଛି, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପ୍ରଦୀପ୍ତ ନାୟକ

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀରେ ଘଟିଥିବା ଲଜ୍ଜାଜନକ ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଏବଂ ଭାଜପା ରାଜ୍ୟ ସରକାରଙ୍କୁ ଘେରିଛନ୍ତି। କଂଗ୍ରେସ ନବୀନ ନିବାସ ଘେରାଉ କରିଥିବାବେଳେ ଭାଜପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ଦାବି କରିଛି। ବିରୋଧୀ ଦଳ ନେତା...

ଚନ୍ଦ୍ରପୃଷ୍ଠରେ ୩ ଖଣ୍ଡ ହୋଇ ପଡ଼ିଛି ବିକ୍ରମ ଲ୍ୟାଣ୍ଡର: ନାସା

ଓ୍ବାଶିଂଟନ,୩।୧୨: ଇସ୍ରୋ ପକ୍ଷରୁ ଚନ୍ଦ୍ରପୃଷ୍ଠକୁ ପଠାଯାଇଥିବା ବିକ୍ରମ ଲ୍ୟାଣ୍ଡର ୩ ଖଣ୍ଡ ହୋଇ ପଡ଼ି ରହିଥିବା ଆମେରିକା ମହାକାଶ ସଂସ୍ଥା ନାସା ପକ୍ଷରୁ କୁହାଯାଇଛି। ଏନେଇ ନାସା ପକ୍ଷରୁ ସୋମବାର ବିଳମ୍ବିତ ରାତି ୧ଟା ୩୦ରେ ବିକ୍ରମ ଲ୍ୟାଣ୍ଡର ଭାଙ୍ଗିପଡ଼ିଥିବାର...

ନେତାମାନଙ୍କୁ ବାଟକୁ ଆଣିବା ପାଇଁ ଆବଦ୍ଧାବସ୍ଥାରେ କଶ୍ମୀର ହାଜତରେ: ଚାପୁଡ଼ା, ଗୋଇଠା ଓ ମୂଷା

ଶ୍ରୀନଗର,୩ା୧୨: ଜମ୍ମୁ ଓ କଶ୍ମୀର ସ୍ବାୟତ୍ତତା ହରାଇବାର ଦୁଇ ସପ୍ତାହ ପରେ ରାଜଧାନୀ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଆସୁଥିବା ୧୫୦ ବର୍ଷ ପୁରୁଣା ଷାଣ୍ମାସିକ ପରମ୍ପରାର ଉଚ୍ଛେଦ ହେଲା। ଏଠିସେଠି ଥିବା ସଂଘବାଦୀ କଶ୍ମୀରୀ ରାଜନେତାଙ୍କୁ ଶ୍ରୀନଗରର ସେଣ୍ଟାଉର ଲେକ୍‌ ଭ୍ୟୁ...

୨୦୨୪ ସୁଦ୍ଧା ସାରା ଦେଶରେ ଏନ୍‌ଆର୍‌ସି: ସବୁ ଅନୁପ୍ରବେଶକାରୀ ବିଦାହେବେ

ରାଞ୍ଚି,୩ା୧୨(ପି.ଟି.): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) କାର୍ଯ୍ୟକାରୀ ହେବାର ସମୟସୀମା ୨୦୨୪। ଏହି ସମୟ ମଧ୍ୟରେ ଦେଶରୁ ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରାଯାଇ ବିଦା କରାଯିବ ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହା ସୋମବାର...

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ, ସର୍ବସାଧାରଣରେ ପିଟି ମାରିଦିଆଯାଉ ବୋଲି ରାଜ୍ୟ ସଭାରେ ବିଭିନ୍ନ...

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି...

ଶହେ ଟଙ୍କା ପାଇବାକୁ ୯୮.୪୪ ଟଙ୍କା ଖର୍ଚ୍ଚ କରୁଛି ରେଲଓ୍ବେ

ନୂଆଦିଲ୍ଲୀ, ୩-୧୨: ଭାରତୀୟ ରେଲଓ୍ବେର ଆୟ ୧୦ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଯାଇଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଏହାର ଅପରେଟିଂ ରେସିଓ ବା ପରିଚାଳନା ଅନୁପାତ ୯୮.୪୪% ରହିଛି। ଅନ୍ୟ ଅର୍ଥରେ କହିବାକୁ ଗଲେ ରେଲଓ୍ବେ ପ୍ରତି ୧୦୦ ଟଙ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri