Tag Archives: Home Middle

ପୁଣି କୋର୍ଟରେ ଅଯୋଧ୍ୟା ମାମଲା: ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ପକ୍ଷରୁ ପୁନର୍ବିଚାର ଆବେଦନ

ନୂଆଦିଲ୍ଲୀ,୨।୧୨: ଅଯୋଧ୍ୟା ମାମଲାର ରାୟ ଆସିବାର ପ୍ରାୟ ଏକ ମାସ ପରେ ପୁଣି ଏହା ସୁପ୍ରିମ୍‌କୋର୍ଟରେ ପହଞ୍ଚିଛି। ସୋମବାର ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ସଂଗଠନ ପକ୍ଷରୁ ଏନେଇ ପୁନର୍ବିଚାର ଆବେଦନ ଦାଖଲ କରାଯାଇଛି। ଆଇନଜୀବୀ ରାଜୀବ ଧାଓ୍ବନଙ୍କ ଦ୍ୱାରା ପୁନର୍ବିଚାର...

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ମାଲକାନଗିରି,୨।୧୨(ଡି.ଏନ୍‌.ଏ): ସୋମବାରଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ ହୋଇଛି। ଏଥି ନିମନ୍ତେ ଜିଲାର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ...

ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ଜାରି ରହିଥିଲା। ତେବେ ଭାରତୀୟ ସେନା ପକ୍ଷରୁ ଶାହପୁର...

୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ...

ଫଡ୍‌ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି।...

ଶିଳ୍ପ ସଂସ୍ଥା ଉପରେ ୩୨୨୫ କୋଟି ଜଳକର ବାକି: ଅଦାଲତରେ ଗଡୁଛି ମାମଲା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗଢି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ଦୈନିକ କେତେ ଜଳ ବ୍ୟବହାର କରିବେ, ସେଥିପାଇଁ ନିର୍ଦ୍ଦିଷ୍ଟ ନିୟମ ରହିଛି। ଶିଳ୍ପ ସଂସ୍ଥାର ଆବଶ୍ୟକତା ଦେଖି ଜଳ ବ୍ୟବହାର କରିବାକୁ ଜଳସମ୍ପଦ ବିଭାଗ ଏବଂ ସମୃକ୍ତ ଶିଳ୍ପସଂସ୍ଥା ମଧ୍ୟରେ ଚୁକ୍ତି...

ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍‌ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ ୩ ମାସର କୋହଳ ଓ ଚକୋଲେଟ, ଫୁଲତୋଡ଼ା ଦେଇ ସଚେତନ କରିବା ପରେ...

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭। ଉକ୍ତ ରିପୋର୍ଟ ଅନୁସାରେ ୨୦୧୭ରେ ମୋଟ ୩,୫୯,୮୪୯ଟି ମହିଳା ବିରୋଧୀ ଅପରାଧ ମାମଲା...

ଲୋକପାଳ ଦେଉଛନ୍ତି ୫୦ ଲକ୍ଷ ହୋଟେଲ ଭଡ଼ା

ନୂଆଦିଲ୍ଲୀ,୨ା୧୨: ନୂଆଦିଲ୍ଲୀରେ ଲୋକପାଳ ମାସକୁ ୫୦ ଲକ୍ଷ ଟଙ୍କା ହୋଟେଲ ଭଡ଼ା ଦେଉଛନ୍ତି। ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଏହା ସତ। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ମଗାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌...

ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ବିଫଳ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧।୧୨: ଭାରତରେ ବଡ଼ ଧରଣର ଆକ୍ରମଣ କରିବା ପାଇଁ ଆତଙ୍କବାଦୀଙ୍କ ଏକ ଷଡ଼ଯନ୍ତ୍ର ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ସୋପୋରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ୩୨ ରାଷ୍ଟ୍ରୀୟ ରାଇଫଲସ୍‌, ସ୍ପେଶାଲ ଅପରେଶନ୍‌ ଗ୍ରୁପ୍‌ ଏବଂ ସିଆର୍‌ପିଏଫ୍‌ ୯୨ ବାଟାଲିୟନ୍‌...

୧୦ ମାସରେ ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି: ଦଣ୍ଡକାରଣ୍ୟରେ ସର୍ବାଧିକ

ରାୟପୁର,୧।୧୨: ଗତ ୧୦ ମାସରେ ଦେଶର ବିଭିନ୍ନ ମାଓବାଦୀ ପ୍ରବଣ ଅଞ୍ଚଳରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସର୍ବାଧିକ ୬୦ ପ୍ରତିଶତ ଅର୍ଥାତ୍‌ ୭୮ ମାଓବାଦୀଙ୍କ ଏନ୍‌କାଉଣ୍ଟର ଦଣ୍ଡକାରଣ୍ୟ ଅଞ୍ଚଳରେ ହୋଇଛି। ୨୦୧୮ ଡିସେମ୍ବରରୁ...

ବାଗଡେର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଆଉ ଜଣେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଟିଟିଲାଗଡ଼,୧।୧୨(ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ରବିବାର ଏକ ବଡ଼ ସଫଳତା ମିଳିଛ। ଟିଟିଲାଗଡ଼ ଥାନା ଅନ୍ତର୍ଗତ ବାଗଡେର ଗାଁ ନିକଟରେ ଘଟିଥିବା ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତଙ୍କୁ ଧରି ପୋଲିସ କୋର୍ଟ ଚାଲାଣ କରିଛି । ସୂଚନାଯୋଗ୍ୟ, ଘଣ୍ଟବାହାଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri