Tag Archives: Home Middle

ଭାରତ ବିରୋଧରେ ପାକିସ୍ତାନ ଜାରି ରଖିଛି ଆତଙ୍କବାଦ ଛାୟାଯୁଦ୍ଧ: ରାଜନାଥ

ପୁଣେ,୩୦।୧୧: ଭାରତ ବିରୋଧରେ ପାକିସ୍ତାନ ଆତଙ୍କବାଦ ଛାୟାଯୁଦ୍ଧ ଜାରି ରଖିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏନ୍‌ଡିଏର ୧୩୭ତମ ପାସିଙ୍ଗ୍‌ ଆଉଟ୍‌ ପରେଡ ଉତ୍ସବରେ ଯୋଗଦେଇ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର...

ମାଡ଼ି ଆସୁଛି ପାଣି ସଙ୍କଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଭୟଙ୍କର ବିପଦର ଆଭାସ ଦେଲାଣି। ପାଣିମୁନ୍ଦେ ପାଇଁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଏବେଠାରୁ ଜଳ ଜଳ ହୋଇ ଦିଶିଲାଣି। ନଦୀ, ହ୍ରଦ ଜଳସ୍ତର ହ୍ରାସ ପାଉଥିବାବେଳେ...

କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି...

କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍‌ସିପି ସହ ମେଣ୍ଟ ହୋଇ...

ଶୀତ ଅଧିବେଶନ ଆଗୁଆ ସରିବା ପ୍ରସଙ୍ଗ: ଏହାକୁ ଅଗଣତାନ୍ତ୍ରିକ, ରାଜ୍ୟ ବିରୋଧୀ କହିଲା ଭାଜପା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଷ୍ଣୁ କହିଛନ୍ତି, ଏହା ଅଗଣତାନ୍ତ୍ରିକ...

ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ପ୍ରସଙ୍ଗ: ପୁଣି କୋହଳ, ବଦଳିଲାନି ବ୍ୟବସ୍ଥା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୩ ମାସର ଡେଡ୍‌ଲାଇନ୍‌ ସରିବା ପୂର୍ବରୁ ସ୍ଥିତିକୁ ଦେଖି ରାଜ୍ୟ ସରକାର ନୂଆ ମୋଟର ଯାନ ଆଇନକୁ କଡାକଡି ଲାଗୁ କରିବାକୁ ଆଉ ୩ ମାସ ଗଡ଼ାଇଛନ୍ତି। ଏହି ସମୟ ମଧ୍ୟରେ ଗାଡ଼ି କାଗଜପତ୍ର କରାଇବା ପାଇଁ ଜନସାଧାରଣଙ୍କୁ...

ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ...

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ...

ଉଦ୍ଧବଙ୍କ ଲୋଭନୀୟ ଯୋଜନା: ଟଙ୍କାଏରେ ଚିକିତ୍ସା; ଚାଷୀଙ୍କ ଋଣ ଛାଡ଼

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ଲୋକଙ୍କ ପାଇଁ ଲୋଭନୀୟ ଯୋଜନା ଘୋଷଣା କରିଛନ୍ତି। ଶାସନ ଆରମ୍ଭ ହେବା ପୂର୍ବରୁ ମେଣ୍ଟ ସରକାରଙ୍କ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଲୋକଙ୍କୁ ଟଙ୍କାଏରେ ଚିକିତ୍ସା ସୁବିଧା ଦେବା ସହିତ ଚାଷୀଙ୍କ ଋଣ...

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ କଲା ନୌସେନା

ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍‌ କ୍ରୁଇଜ୍‌ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଛି। ନୌସେନା ପକ୍ଷରୁ ଏହାକୁ ଆରବ ସାଗରରେ ପରୀକ୍ଷଣ କରାଯାଇଛି। ଗତ...

ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି

ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri