Tag Archives: Home Middle

ମହାରାଷ୍ଟ୍ରରେ ଭାଜପା ଖେଳ ଶେଷ:ପରାଜୟ ପୂର୍ବରୁ ପଳାୟନ

ନୂଆଦିଲ୍ଲୀ/ମୁମ୍ବାଇ,୨୭-୧୧:ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ଚାଲିଥିବା ଭାଜପାର ସଂଖ୍ୟାଖେଳ ଶେଷ ହୋଇଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହୋଇ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାରୁ ପ୍ରଥମେ ଉପମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବର...

୨୮ରେ ଶପଥ ନେବେ ଉଦ୍ଧବ

ମୁମ୍ବାଇ,୨୬।୧୧: ଏକ ନାଟକୀୟ ମୋଡ଼ର ଅନ୍ତ ଘଟାଇ ଶେଷରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତାଙ୍କୁ ମହାରାଷ୍ଟ୍ର ବିକାଶ ଆଘାଡ଼ି(ଏମ୍‌ଭିଏ) ଦଳର ନେତା ଭାବେ ବଛାଯାଇଛି। ଗଠବନ୍ଧନର ତିନି ପ୍ରତିନିଧି ରାଜ୍ୟପାଳଙ୍କୁ ଭେଟିବେ। ସେହିଭଳି ନଭେମ୍ବର ୨୮...

ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଛନ୍ତି ଯେ, ଗତ ନିର୍ବାଚନ ପରେ...

ଆସନ୍ତା କାଲି ଶପଥ ନେଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଗଣିତ ହୋଇଗଲା ଓଲଟ ପାଲଟ। ଫେଲ୍‌ ମାରିଲା ଭାଜପାର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ପ୍ଲାନ୍‌। ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବୁଧବାର...

ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଇ ଇସ୍ତଫା ଦେଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫା ପତ୍ର ଦେବେ...

ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ

ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍‌କ୍ଷେପଣ କରାଯିବ। ସେଥିମଧ୍ୟରେ ଆମେରିକାର ୧୩ଟି...

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ ରାୟ ପରେ ଏହାହିଁ ଆଲୋଚନା ହେଉଥିଲା। କାରଣ ଏହାପରେ ସେ ମୁଖ୍ୟମନ୍ତ୍ରୀ...

ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା

ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବ। ଏହା ପୂର୍ବରୁ ଭାଜପା ସବୁ ବିଧାୟକଙ୍କୁ ଡାକି ଏକ...

ନିୟନ୍ତ୍ରଣ ରେଖାଠାରେ ମୁତୟନ ହେବ ସ୍ପାଇକ୍‌ କ୍ଷେପଣାସ୍ତ୍ର: ଟ୍ୟାଙ୍କ୍‌ ସହିତ ବଙ୍କରକୁ କରିବ ଧ୍ୱଂସ

ନୂଆଦିଲ୍ଲୀ,୨୬।୧୧: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ସ୍ପାଇକ୍‌ କ୍ଷେପଣାସ୍ତ୍ରକୁ ମୁତୟନ କରାଯିବ। ଏଭଳି ୨୪୦ କ୍ଷେପଣାସ୍ତ୍ର କିଣିବା ପାଇଁ ଭାରତ ଇସ୍ରାଏଲ୍‌ ମଧ୍ୟରେ ଚୁକ୍ତି ହୋଇଛି। ଏହି ଗାଇଡେଡ୍‌ କ୍ଷେପଣାସ୍ତ୍ରର ଟ୍ୟାଙ୍କ୍‌ ସହିତ ବଙ୍କରକୁ ମଧ୍ୟ ଧ୍ୱଂସ କରିବାର କ୍ଷମତା ରହିଛି।...

ଫଡ୍‌ନବିସଙ୍କ ଶକ୍ତିପରୀକ୍ଷା ପାଇଁ ୩୦ ଘଣ୍ଟାର ସମୟ ସୀମା: ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ସଂଖ୍ୟାଗରିଷ୍ଠତାର ପ୍ରମାଣ; ହେବ ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାକୁ ନେଇ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ରାୟ ଅନୁସାରେ ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ଏହାର ସିଧାପ୍ରସାରଣ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ...

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ...

ମୁମ୍ବାଇ ୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ନିର୍ଭୟରେ ବୁଲୁଛନ୍ତି ମାଷ୍ଟରମାଇଣ୍ଡ୍‌ ହାଫିଜ୍‌

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୧ ବର୍ଷ ପୂରିଛି । ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ଏହି ଆକ୍ରମଣରେ ୧୬୬ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri