Tag Archives: Home Middle

ମହାରାଷ୍ଟ୍ରରେ ଆରମ୍ଭ ହେଲା ‘ଅପରେଶନ୍‌ ଲୋଟସ୍‌’, ଏହି ୪ ନେତାଙ୍କୁ ମିଳିଲା ମ୍ୟାଜିକ୍‌ ନମ୍ବର ଜୁଟାଇବା ଦାୟିତ୍ୱ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଏନସିପି ବିଧାୟକ ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ କରିଛି ଭାଜପା। ଏବେ ବିଧାନସଭାରେ ଫ୍ଲୋର ଟେଷ୍ଟ ପାସ୍‌ କରିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କ ପାଇଁ ଚ୍ୟାଲେଞ୍ଜ ହୋଇଛି। ସଂଖ୍ୟାବଳରେ ଭାଜପାକୁ ହରାଇବା ପାଇଁ ଏକ...

ଜେସିବି-ଡମ୍ପର ସମେତ ୯ ଗାଡ଼ିରେ ନିଆଁ ଲଗାଇଲେ ମାଓବାଦୀ

ଦନ୍ତଓ୍ବାଡା,୨୪।୧୧: ଛତିଶଗଡ଼ ଦନ୍ତଓ୍ବାଡାରେ ମାଓବାଦୀମାନେ ରାସ୍ତା ନିର୍ମାଣରେ ବ୍ୟବହାର କରାଯାଉଥିବା ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ରାସ୍ତା ନିର୍ମାଣ କରାଯାଉଥିବାବେଳେ ଏହାକୁ ମାଓବାଦୀମାନେ ବିରୋଧ କରିଛନ୍ତି। ସେମାନେ ଜେସିବି-ଡମ୍ପର...

ମହାରାଷ୍ଟ୍ର ରାଜନୈତିକ ସ୍ଥିତି: ସୋମବାର ଶୁଣାଣି; ରାଜ୍ୟପାଳଙ୍କଠାରୁ ଦସ୍ତାବିଜ୍‌ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ୍‌ ଶାସନ ଡୋରି ଧରିଥିବାବେଳେ ଏନେଇ ଶିବସେନା-ଏନ୍‌ସିପି-କଂଗ୍ରେସ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତେବେ ରବିବାର ସୁପ୍ରିମ୍‌କୋର୍ଟ ଆଇନଜୀବୀଙ୍କ ଯୁକ୍ତି ଶୁଣିବା ପରେ ରାଜ୍ୟପାଳ...

୩ ବର୍ଷରେ ୫ ରାଜ୍ୟରେ ଭାଜପା ପାଇଁ ଗେମ୍‌ ଚେଞ୍ଜର୍‌ ହୋଇଛନ୍ତି ରାଜ୍ୟପାଳ

ନୂଆଦିଲ୍ଲୀ,୨୪।୧୧: ଗତ ୩ ବର୍ଷ ମଧ୍ୟରେ ୫ ରାଜ୍ୟରେ ଦେଖାଦେଇଥିବା ରାଜନୈତିକ ସଙ୍କଟରେ ରାଜ୍ୟପାଳ ଗେମ୍‌ ଚେଞ୍ଜର୍‌ ସାବ୍ୟସ୍ତ ହୋଇଛନ୍ତି। ପ୍ରତିଟି କ୍ଷେତ୍ରରେ ରାଜ୍ୟପାଳଙ୍କ ପଦକ୍ଷେପ ଉପରେ ପ୍ରଶ୍ନ ଚିହ୍ନ ଲାଗିଛି। ଚଳିତ ନଭେମ୍ବର ୨୩ରେ ମହାରାଷ୍ଟ୍ରରେ ଗଠନ କରାଯାଇଥିବା...

ଅଯୋଧ୍ୟା ମାମଲାରେ ଦେଶବାସୀ ଶାନ୍ତିର ବାର୍ତ୍ତା ଦେଇଛନ୍ତି: ମୋଦି

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ମାମଲା ରାୟକୁ ଦେଶର ୧୩୦ କୋଟି ଜନତା ହୃଦୟର ସହିତ ସ୍ବୀକାର କରିନେଇଛନ୍ତି। ଏହାଦ୍ୱାରା ଦେଶବାସୀ...

ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଏନେଇ ଫ୍ରିଡମ୍‌ ନେଟ୍‌ଓ୍ବାର୍କ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନ...

ଭାଜପାର ରାତ୍ର ଅଭିଯାନ ବିରୋଧରେ ଶରଦ ପାଓ୍ବାରଙ୍କ ରାଜନୀତି

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍‌ସିପିର ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଏନେଇ...

ରାତିରେ ପଲଟିଗଲା ବାଜି: ଫଡ୍‌ନବିସ ମୁଖ୍ୟମନ୍ତ୍ରୀ, ଅଜିତ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ା୧୧: ହିସାବ ସରିଥିଲା… ଭାଗବଣ୍ଟା ଛିଣ୍ଡିଥିଲା ଶିବସେନା, ଏନ୍‌ସିପି ଓ କଂଗ୍ରେସ ମଧ୍ୟରେ। ରାତି ପାହିଲେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ବିଧାୟକଙ୍କ ସମର୍ଥନପତ୍ର ଧରି ପହଞ୍ଚତ୍ଥାନ୍ତେ ରାଜ୍ୟପାଳଙ୍କ ନିକଟରେ। ଜଣାଇଥାନ୍ତେ ସରକାର ଗଠନ ପାଇଁ ଦାବି। ଉଦ୍ଧବ ମୁଖ୍ୟମନ୍ତ୍ରୀ...

ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୧୫ ପ୍ରତିଶତ କମିଛି: ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌

ଓ୍ବାଶିଂଟନ,୨୩।୧୧: ପୃଥିବୀରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୨୦୧୭ ତୁଳନାରେ ୨୦୧୮ରେ ୧୫ ପ୍ରତିଶତ କମିଛି। ଏନେଇ ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌-୨୦୧୯ରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଗୋଟିଏ ବର୍ଷ ମଧ୍ୟରେ ଆତଙ୍କବାଦ ପ୍ରଭାବିତ ଦେଶଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ୨୦୦୨ ପରେ...

ସୁନ୍ଦରବାନି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୩।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଶନିବାର ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରି ଜିଲାର ସୁନ୍ଦରବାନି ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ତଥା ସୀମାବର୍ତ୍ତୀ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼...

୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି।...

୧୯୯୧ର ରାଜନୈତିକ ଡ୍ରାମା ମନେ ପକାଇଦେଲା ଶରଦ ପାଓ୍ବାରଙ୍କ ଏନ୍‌ସିପି…

ମୁମ୍ବାଇ,୨୩।୧୧: ସମ୍ପ୍ରତି ମହାରାଷ୍ଟ୍ରରେ ହୋଇଥିବା ରାଜନୈତିକ ସ୍ଥିତି ୧୯୯୧ରେ କେନ୍ଦ୍ରରେ ଅବସ୍ଥା ସହିତ ମେଳ ଖାଉଛି। ସେତେବେଳେ ପ୍ରଧାନମନ୍ତ୍ରୀ ଡୋର ଧରିବା ନେଇ ହୋଇଥିବା ଡ୍ରାମାରେ ଶରଦ ପାଓ୍ବାର ପଛୁଆ ପଡ଼ିଯାଇଥିଲେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଶରଦଙ୍କୁ ନେଇ ଚର୍ଚ୍ଚା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri