Tag Archives: Home Middle

ଦେଶର ୪୨୫ ସେତୁ ମଧ୍ୟରୁ ୨୮୧ର ନିର୍ମାଣରେ ତ୍ରୁଟି: ୫ରୁ ୭ ବର୍ଷ ମଧ୍ୟରେ ନିର୍ମାଣ ହୋଇଛି ୨୫୩

ନୂଆଦିଲ୍ଲୀ,୧୭।୧୧: ଦେଶରେ ଥିବା ୪୨୫ ସେତୁର ସ୍ଥିତି ସମ୍ପର୍କରେ ସେଣ୍ଟ୍ରାଲ୍‌ ରୋଡ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୭ ରାଜ୍ୟରେ ଥିବା ସେତୁର ନିରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୨୮୧ ସେତୁର ନିର୍ମାଣରେ ବହୁ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବ୍‌ରେ ଭାରତୀୟ ସେନା ପକ୍ଷରୁ ପାଲଟା...

ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ସହମତି ଆବଶ୍ୟକ: ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭।୧୧: ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ମଧ୍ୟରେ ସହମତି ପ୍ରକାଶ ପାଇବାର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାର ପ୍ରୟାସ ଜାରି ରଖିଛନ୍ତି। ଏହା ଶୀଘ୍ର ହୋଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ କମିଶନର...

ଓଡ଼ିଶା ହିନ୍ଦୁ ଦେବୋତ୍ତର (ସଂଶୋଧନ) ବିଧେୟକ-୨୦୧୯ ଗୃହୀତ: ଗୋବର୍ଦ୍ଧନ ପୀଠ ଦେବୋତ୍ତର ମୁକ୍ତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦେବୋତ୍ତର ବିଭାଗ ଅଧୀନରୁ ପୁରୀସ୍ଥିତ ଗୋବର୍ଦ୍ଧନ ପୀଠ ମୁକ୍ତ ହୋଇଛି। ଗୋବର୍ଦ୍ଧନ ମଠର ଧାର୍ମିକ ଅଗ୍ରଗଣ୍ୟତା ଓ ଗୁରୁତ୍ୱ ଦୃଷ୍ଟିରୁ ଏହାକୁ ହିନ୍ଦୁ ଦେବୋତ୍ତର ଅଧିନିୟମ-୧୯୫୧ର ପରିସରରୁ ବାଦ୍‌ ପାଇଁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା।...

ଦିନକ ପରେ ପାର୍ଲାମେଣ୍ଟର ଶୀତ ଅଧିବେଶନ: ଆସିବ ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୭ା୧୧(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିଲାବେଳେ ଏଥିରେ ସରକାର ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌ ସମେତ ୩୫ଟି ବିଧେୟକ ଆଣିବାକୁ ଯାଉଛନ୍ତି। ଡିସେମ୍ବର ୧୩ରେ ଶେଷ ହେବାକୁ ଥିବା ଏହି ଅଧିବେଶନରେ...

ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ ଦର୍ଶାଯିବା ଘଟଣା: ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି ଦେଇଥିଲେ। ଏହାପରେ ଏବେ ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ବିଭାଗ ପକ୍ଷରୁ...

ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: ୫ରୁ ମିଳିବ ଟିକେଟ

କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିଲାଗି ଡିସେମ୍ବର ୫ ତାରିଖରୁ ଅନ୍‌ଲାଇନରେ ଟିକେଟ ବିକ୍ରି ଆରମ୍ଭ ହେବ। ସେହିଭଳି ୧୯ରେ...

ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ କୁହାଯିବା ଘଟଣା: ଗଣଶିକ୍ଷା ମନ୍ତ୍ରୀ କହିଲେ ‘ତ୍ରୁଟି ଅନିଚ୍ଛାକୃତ’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍‌ଲେଟ୍‌ (ପ୍ରଚାରପତ୍ର)ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ଦର୍ଶାଯାଇଛି। ତେବେ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି ଶନିବାର...

ଜମ୍ମୁ-କଶ୍ମୀରରେ ଆକ୍ରମଣ ପାଇଁ ପାକିସ୍ତାନର ସହାୟତା ଲୋଡୁଛନ୍ତି ହିଜବୁଲ୍‌ ଆତଙ୍କବାଦୀ ସଲାଉଦ୍ଦିନ୍‌: ଏନ୍‌ଆଇଏ ରିପୋର୍ଟ

ନୂଆଦିଲ୍ଲୀ,୧୬।୧୧: ଜମ୍ମୁ-କଶ୍ମୀରରେ ଆକ୍ରମଣ ପାଇଁ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସୟଦ୍‌ ସଲାଉଦ୍ଦିନ୍‌ ଯୋଜନା କରିଛନ୍ତି। ତେବେ ଏଥି ପାଇଁ ସେ ପାକିସ୍ତାନର ସହାୟତା ଲୋଡିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସଲାଉଦ୍ଦିନ୍‌ଙ୍କର ଏକ ଭିଡ଼ିଓ ଜାରି ହୋଇଛି। ଭିଡ଼ିଓରେ ସେ...

୨୦୨୫ ସୁଦ୍ଧା ଆଣବିକ ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବ ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ଯୁଦ୍ଧ ହେଲେ ସୃଷ୍ଟି ହେବ ୧୬ରୁ ୩୬ ନିୟୁତ ଟନ୍‌ ଓଜନର କଳା ଧୂଆଁ

ଇସଲାମାବାଦ୍‌,୧୬।୧୧: ଆସନ୍ତା ୨୦୨୫ ସୁଦ୍ଧା ପାକିସ୍ତାନ ଏହାର ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛି। ବେଆଇନ ଭାବେ ପାକିସ୍ତାନ ଉଦ୍ୟମ ଜାରି ରଖିଥିବା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଜର୍ମାନୀ ଏବେ କେତେକ ପାଶ୍ଚାତ୍ୟ ରାଷ୍ଟ୍ର...

ପ୍ରଦୂଷଣର ସମାଧାନ ନୁହେଁ ଯୁଗ୍ମ-ଅଯୁଗ୍ମ ସୂତ୍ର; ସୁପ୍ରିମକୋର୍ଟ: ୪ ରାଜ୍ୟ ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ହ୍ରାସ କରିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ଜଣାଇବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ଦିଲ୍ଲୀର ମୁଖ୍ୟ ସଚିବମାନଙ୍କୁ ସମନ କରିଛନ୍ତି। ପ୍ରଦୂଷଣ ରୋକିବାକୁ...

ଟ୍ରଷ୍ଟକୁ ନେଇ ତେଜିଲା ରାଜନୀତି

ଅଯୋଧ୍ୟା,୧୬ା୧୧(ଆଇଏଏନ୍‌ଏସ୍‌): ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣର ତଦାରଖ କରିବାକୁ ଥିବା ଟ୍ରଷ୍ଟ ଗଠନ ଉପରେ ସମସ୍ତଙ୍କର ନଜର ରହିଥିଲାବେଳେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ରାୟକୁ ଭଲ ଭାବେ ଅନୁଧ୍ୟାନ କରି ଯଥାଶୀଘ୍ର ପ୍ରସ୍ତାବିତ ଟ୍ରଷ୍ଟର ଗଠନ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri