Tag Archives: Home Middle

ତିସ୍‌ ହଜାରି କୋର୍ଟରେ ତାଣ୍ଡବ: ପୋଲିସଙ୍କୁ ପିଟିଲେ ଓକିଲ

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ଶନିବାର ଅପରାହ୍ନରେ ଓକିଲ ଓ ପୋଲିସ ମଧ୍ୟରେ ସାମାନ୍ୟ କଥାକୁ ନେଇ ହୋଇଛି ଖଣ୍ଡଯୁଦ୍ଧ। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ପକ୍ଷରୁ ପାୟାରିଂ କରାଯାଇଥିବା ସୂଚନା ମିଳିଛି। ଏହାପରେ ଓକିଲମାନେ ପୋଲିସକୁ ମାଡ...

ସୁରକ୍ଷାକର୍ମୀଙ୍କୁ ସଫଳତା: ସୋପୋରରୁ ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ସୋପୋର ଅଞ୍ଚଳରୁ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ୩ ଜଣ ସାଥିଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଗିରଫ ଆତଙ୍କବାଦୀଙ୍କ ନାମ...

ଧୂଆଁ ଚାଦରରେ ଅଣନିଃଶ୍ୱାସୀ ଦିଲ୍ଲୀ: ୪ ନଭେମ୍ବରରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨।୧୧: ବାୟୁ ପ୍ରଦୂଷଣ ଯୋଗୁ ଧୂଆଁର ବହଳ ଚାଦରରେ ଦିଲ୍ଲୀ ଅଣନିଃଶ୍ୱାସୀ ହେବାରେ ଲାଗିଛି। ଦୀପାବଳିରେ ବାଣ ଫୁଟା ଯୋଗୁ ଏଠାକାର ବାୟୁ ପ୍ରଦୂଷିତ ହୋଇଛି। ସେହିପରି ପଞ୍ଜାବ ଏବଂ ହରିୟାଣାରେ ଚାଷୀମାନେ ନଡ଼ା ଜଳାଇବା ଦ୍ୱାରା ଦିଲ୍ଲୀ ଆଡ଼କୁ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ ପାଇଥିବା କଣ୍ଟ୍ରି ରିପୋର୍ଟ ଅନ୍‌ ଟେରୋରିଜିମ୍‌-୨୦୧୮ ରିପୋର୍ଟରେ ଏହା ସୂଚିତ ହୋଇଛି।...

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ ସରକାର ଗଠନ ପାଇଁ ସୋନିଆ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି। କଂଗ୍ରେସ ସଦସ୍ୟ...

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର ମୋଦି ‘ସ୍ବାସଦି ପିଏମ୍‌ ମୋଦି’ ନାମକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ। ମୋଦିଙ୍କର...

ଭାରତ-ଜର୍ମାନୀ ୨୦ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ଜର୍ମାନ୍‌ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ଦୁଇଦେଶ ମଧ୍ୟରେ କୃଷି, କୃତ୍ରିମ ବୌଦ୍ଧିକତା, ସବୁଜ...

୧୦,୯୨୬ ଲୋକଙ୍କୁ ଜଣେ ଏଲୋପାଥିକ ଡାକ୍ତର

ନୂଆଦିଲ୍ଲୀ, ୨ା୧୧: ଭାରତରେ ପ୍ରତି ୧୦,୯୨୬ ଲୋକଙ୍କ ଚିକିତ୍ସା ଲାଗି ମାତ୍ର ଜଣେ ଏଲୋପାଥିକ ସରକାରୀ ଡାକ୍ତର ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରତି ହଜାରେ ଲୋକଙ୍କ ଲାଗି ଜଣେ ଏଲୋପାଥିକ ଡାକ୍ତର ରହିବା...

୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ

ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇବାକୁ ପଛାଉ ନାହାନ୍ତି। ବିଗତ ୨ ବର୍ଷ...

ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର ୨.୨୬ କୋଟି ଭୋଟର ୫ଟି ପର୍ଯ୍ୟାୟରେ ପୁଣି ପାଞ୍ଚବର୍ଷ ପାଇଁ ସେମାନଙ୍କ ପ୍ରତିନିଧି...

ଘୋଷଣା ହେଲା ଝାଡଖଣ୍ଡ ବିଧାନସଭା ନିର୍ବାଚନର ତାରିଖ: ୫ ପର୍ଯ୍ୟାୟରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌। ଶୁକ୍ରବାର ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ଏକ ଖବରଦାତା ସମ୍ମିଳନୀରେ ଏଥିପାଇଁ ତାରିଖ ଘୋଷଣା କରିଛନ୍ତି। ୮୧ ଆସନ ପାଇଁ ଏଠାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ।...

ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଶାସନାଧିନ ସରକାର ଆସନ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri