Tag Archives: Home Middle

ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଶାସନାଧିନ ସରକାର ଆସନ୍ତା...

ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ତାରିଖ ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟରେ ନିର୍ବାଚନ ଆଚାର ସଂହିତା...

୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ।...

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର,  ୧।୧୧(କ୍ରୀଡ଼ା ପ୍ରତିନିଧି):ବିଶ୍ୱକପ୍‌, ଚାମ୍ପିୟନ୍ସ ଟ୍ରଫି, ଓ୍ବାଲର୍‌ଡ ଲିଗ୍‌ ଏବଂ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ପରି ଅନେକ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ ଦେଶ ବିଦେଶରେ ଚର୍ଚ୍ଚାରେ ରହିଥିବା କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଉ ଏକ...

ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି

ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍‌ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟିଛି।...

ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା

ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିପାରିବେ। ଏହି ନୋଟିସ୍‌ର ସମୟ ସୀମା ନଭେମ୍ବର...

ଆୟୁଷ କମୁଛି ୭ ବର୍ଷ: ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ ଅଞ୍ଚଳ ଲୋକେ ଅଧିକ ପ୍ରଭାବିତ

ନୂଆଦିଲ୍ଲୀ/ସିକାଗୋ,୩୧।୧୦: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏହାଦ୍ୱାରା ଲୋକଙ୍କ ହାରାହାରି ଆୟୁଷ ୭ ବର୍ଷ କମୁଛି ବୋଲି ସିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ଇଣ୍ଡୋ-ଗାଙ୍ଗେଟିକ୍‌...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ...

୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍‌ରେ କରାଯିବ ସାମଗ୍ରୀ ଡେଲିଭରି

ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଏକ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ବିମାନ ବନ୍ଦର...

ରାଜ୍ୟ ସଂଖ୍ୟା ୨୮, କେନ୍ଦ୍ର ଶାସିତଅଞ୍ଚଳ ହେଲା ୯

ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଭାବେ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡ଼ର ଆଇଏଏସ୍‌ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଲଦାଖର ଉପରାଜ୍ୟପାଳଭାବେ...

କଶ୍ମୀରରେ ଆକ୍ରମଣ ପାଇଁ ନୂଆ ଯୋଜନା କରୁଛି ଆଇଏସ୍‌

ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହାକୁ ନେଇ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏଠାରେ ଏବେ ଆକ୍ରମଣ କରିବାକୁ ନୂଆ ଯୋଜନ କରୁଛି ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌। ଏବେ ଏହି ସଙ୍ଗଠନ ଅନ୍ୟ ଆତଙ୍କବାଦୀ ସଙ୍ଗଠନ...

ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି

ଅହମ୍ମଦାବାଦ୍‌,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୪ ଜୟନ୍ତୀ ଅବସରରେ ଗୁଜରାଟର କଓ୍ବେଡ଼ିଆଠାରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri