Tag Archives: Home Middle

ତୃତୀୟ କମାଣ୍ଡାଣ୍ଟ୍‌ସ ସମ୍ମିଳନୀ:ଇ-ଅଫିସ ଯୋଜନାରେ ସାମିଲ ହେଲା ୫ ବାଟାଲିୟନ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୋଲିସ ବିଭାଗରେ କାର୍ଯ୍ୟକାରୀ ହୋଇଥିବା ଇ-ଅଫିସ ଯୋଜନାରେ ପ୍ରଥମଥର ପାଇଁ ସାମିଲ ହୋଇଛି ସ୍ପେଶାଲ ଆର୍ମ୍‌ଡ ପୋଲିସ ବାଟାଲିୟନ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଢେଙ୍କାନାଳ, କଟକ, ମାଲକାନଗିରି, ଖୋର୍ଦ୍ଧା ଓ ରାଉରକେଲାରେ ଥିବା ୫ ବାଟାଲିୟନ ଯୋଡ଼ିହୋଇଛି। ମଙ୍ଗଳବାର ଚନ୍ଦ୍ରଶେଖରପୁରସ୍ଥିତ...

ଚୋରି ଅନ୍ତର୍ବସ୍ତ୍ରରୁ ମିଳିଥିଲା ବାଗ୍‌ଦାଦିଙ୍କ ପରିଚୟ

ଓ୍ବାଶିଂଟନ,୩୦ା୧୦: ସିରିଆରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ମୁଖ୍ୟ ଅବୁ ବକର ଅଲ୍‌-ବାଗ୍‌ଦାଦି ଆମେରିକା ସ୍ବତନ୍ତ୍ର ବଳର ଅପରେଶନରେ ନିହତ ହେବା ପରେ ଅନେକ ଚୋରକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ବାଗ୍‌ଦାଦିଙ୍କ ପରିଚୟ ସ୍ପଷ୍ଟକରିବା ପାଇଁ...

ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ,୩୦ା୧୦: ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ସୁରକ୍ଷା ସଂସ୍ଥା ପକ୍ଷରୁ ସତର୍କ କରାଯିବା ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅକ୍ଟୋବର ୩୧ରେ ଜମ୍ମୁ-କଶ୍ମୀର ଓ ଲଦାଖ ପୃଥକ ହେବା...

ତେଜିଲା କ୍ଷମତା ଲଢ଼େଇ

ମୁମ୍ବାଇ,୩୦ା୧୦(ପି.ଟି./ ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଡ଼ୁଆ ଛିଣ୍ଡୁନି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୁଇ ସହଯୋଗୀ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟଣା ଜାରି ରହିଛି। ଶିବସେନାକୁ ଅଢ଼େଇ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ପଦ ଦେବା ପାଇଁ ଭାଜପା...

କାଳିଆ ଯୋଜନା: ନଭେମ୍ବରରେ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆସନ୍ତା ନଭେମ୍ବରରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ସହ ଆଲୋଚନା ପରେ ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟରୁ ଆରମ୍ଭ ହୋଇଥିବା...

ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଉଦାହରଣ ପାଲଟିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ‘ତିତ୍‌ଲି’ ହେଉ ଅବା ‘ଫନୀ’, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା। ବିଶ୍ୱପାଇଁ ରାଜ୍ୟ ବେଞ୍ଚମାର୍କ ପାଲଟିଛି। ମଙ୍ଗଳବାର ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପରିସରରେ ଆୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ...

୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ର ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଏବେ ଆଉ ୫୦-୫୦ ଅଙ୍କ ନୁହେଁ ୫ ବର୍ଷ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଦେବେନ୍ଦ୍ର ଫଡନବିସ ସମ୍ଭାଳିବେ ବୋଲି ଦାବି କରିଛନ୍ତି। ଏବେ ସେ କହିଛନ୍ତି ଏପର୍ଯ୍ୟନ୍ତ...

ଶ୍ରୀନଗର ପହଞ୍ଚିଲେ ୟୁରୋପିଆନ୍‌ ପ୍ରତିନିଧି ଦଳ

ଜମ୍ମୁ,୨୯।୧୦: ୟୁରୋପିଆନ୍‌ ୟୁନିୟନର ୨୮ ଜଣ ସାଂସଦ ଜମ୍ମୁ-କଶ୍ମୀର ଗସ୍ତକୁ ନେଇ ମଙ୍ଗଳବାର ଶ୍ରୀନଗରରେ ପହଞ୍ଚିଛନ୍ତି। ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା କୌଣସି ବିଦେଶି ପ୍ରତିନିଧି ଦଳଙ୍କ ପ୍ରଥମ ଗସ୍ତ। ଏମାନେ ସେଠାରେ...

ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା

କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର। ହଠାତ୍‌ ସମୁଦ୍ରରୁ ମାଡ଼ି ଆସିଲା ନଡ଼ିଆ ଗଛ ପ୍ରାୟ ଉଚ୍ଚର ଜୁଆର। ନିମିଷକ...

ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍‌ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ...

ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା...

ଭାରତର ପ୍ରତିରକ୍ଷା କ୍ଷମତା ବୃଦ୍ଧି: ସାମିଲ୍‌ ହେଲା ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌

ନୂଆଦିଲ୍ଲୀ,୨୮।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଛି। ଇତିମଧ୍ୟରେ ଭାସମାନ ପରୀକ୍ଷଣ ରେଞ୍ଜ୍‌(ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌) ପ୍ରତିରକ୍ଷା କ୍ଷେତ୍ରରେ ସାମିଲ୍‌ ହୋଇଛି। ଏହାକୁ ଡିଆର୍‌ଡିଓ ଦ୍ୱାରା ନିର୍ମାଣ କରାଯାଇଛି। ଏହା ୧୦ ହଜାର ଟନ୍‌ ଟଜନ ବିଶିଷ୍ଟ ଏକ ଜାହାଜ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri